Posted inଜାତୀୟ

ଜେଟଲୀଙ୍କ ଓ୍ବାର୍ଡ ଭିତରକୁ ଯିବାକୁ କାହାକୁ ଅନୁମତି ଦେଉ ନାହାଁନ୍ତି ଡାକ୍ତର

ନୂଆଦିଲ୍ଲୀ,୧୯।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ଚିକିତ୍ସା ଚାଲିଥିବା ବେଳେ ଏବେ ସେ ସଙ୍କଟାପନ୍ନ ଅବସ୍ଥାରେ ଅଛନ୍ତି। ସେ ଚିକିତ୍ସିତ ହେଉଥିବା ଓ୍ବାର୍ଡ ବାହାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ତାଙ୍କ ସହ କାହାକୁ ମିଶିବାକୁ ଦିଆଯାଉ ନାହିଁ। ଯେଉଁମାନେ ସେଠାକୁ ଯାଉଛନ୍ତି ସେମାନେ କେବଳ ଓ୍ବାର୍ଡ ବାହାରେ ଜେଟଲୀଙ୍କ ପରିବାର ସଦସ୍ୟଙ୍କ ସହ ମିଶି ଫେରି ଆସୁଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଅଗଷ୍ଟ ୯ ତାରିଖରେ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାକୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା ଏହାପରେ ଧିରେ ଧିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଲାଇଫ୍‌ ସପୋର୍ଟରେ ରଖାଯାଇଥିଲା। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବାକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଅନ୍ୟ ଭାଜପା ନେତାମାନେ ଏମ୍ସ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବତରଣ ବେଳକୁ ଇଣ୍ଡିଗୋ ବିମାନରେ ୨ ମିନିଟ୍‌ର ତେଲ ଥିଲା

ନୂଆଦିଲ୍ଲୀ,୧୬ା୪:ଅଯୋଧ୍ୟାରୁ ଦିଲ୍ଲୀ ଯାଉଥିବା ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନକୁ ଶନିବାର ଖରାପ ପାଗ କାରଣରୁ ଚଣ୍ଡିଗଡ଼ରେ ଅବତରଣ କରିବାକୁ ପଡ଼ିଥିଲା। ଅବତରଣ ବେଳକୁ ବିମାନରେ ମାତ୍ର...

ଭାଜପା କ୍ଷମତାକୁ ଆସିଲେ ସତରେ କ’ଣ ବଦଳିଯିବ ସମ୍ବିଧାନ: ଜାଣନ୍ତୁ ଏନେଇ କ’ଣ କହିଲେ ମୋଦି

ନୂଆଦିଲ୍ଲୀ, ୧୬।୪:୨୦୪୭ ସୁଦ୍ଧା ଭାରତକୁ ବିଶ୍ୱର ତୃତୀୟ ସର୍ବବୃହତ ଅର୍ଥନୀତିରେ ପରିଣତ କରିବା ଦିଗରେ କେନ୍ଦ୍ରର ଭାଜପା ସରକାର କାର୍ଯ୍ୟ କରିଚାଲିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

୪,୬୫୦ କୋଟି ଜବତ କଲାଣି ଇସି

ନୂଆଦିଲ୍ଲୀ,୧୬ା୪: ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନକୁ ଆଉ ୪ ଦିନ ବାକି ଥିବାବେଳେ ବର୍ତ୍ତମାନ ସୁଦ୍ଧା ଆଇନ ପ୍ରବର୍ତ୍ତନକାରୀ କର୍ତ୍ତୃପକ୍ଷ ବିଭିନ୍ନ ଅଞ୍ଚଳରୁ ୪,୬୫୦...

ଜବତ ଜାହାଜର ୧୭ କର୍ମଚାରୀଙ୍କୁ ଭେଟିପାରିବେ ଭାରତୀୟ କର୍ତ୍ତୃପକ୍ଷ

ନୂଆଦିଲ୍ଲୀ,୧୬ା୪(ପି.ଟି.): ଇରାନ ସେନା କବ୍‌ଜା କରିଥିବା ଇସ୍ରାଏଲୀ ମାଲ୍‌ବାହୀ ଜାହାଜର ୧୭ କର୍ମଚାରୀଙ୍କୁ ଭାରତୀୟ କର୍ତ୍ତୃପକ୍ଷ ଭେଟିପାରିବେ। ଏଥିପାଇଁ ଇରାନ ଅନୁମତି ଦେବ ବୋଲି ଏହାର ବହିର୍ବ୍ୟାପାର...

୨୦୦ କୋଟିର ସମ୍ପତ୍ତି ଦାନ କରି ସନ୍ନ୍ୟାସୀ ହେବେ ଏହି ଦମ୍ପତି

ସୁରଟ, ୧୬ା୪:ଗୁଜରାଟର ଜଣେ ବ୍ୟବସାୟୀ ନିଜର ୨୦୦ କୋଟି ଟଙ୍କାର ସମ୍ପତ୍ତି ଦାନ କରି ସ୍ତ୍ରୀଙ୍କ ସହ ସନ୍ନ୍ୟାସୀ ହେବାକୁ ନିଷ୍ପତ୍ତି ନେଇଛନ୍ତି। ସାବରକାନ୍ଥା ଜିଲାର...

ସଲମାନଙ୍କ ଘର ବାହାରେ ଫାୟାରିଂ କରିଥିବା ୨ ଅଭିଯୁକ୍ତ ଗିରଫ

ମୁମ୍ବାଇ,୧୬।୪:ମୁମ୍ବାଇର ଅଭିନେତା ସଲମାନ ଖାନଙ୍କ ବାସଭବନ ବାହାରେ ଗୁଳି ଚଳାଇଥିବା ଉଭୟ ଅଭିଯୁକ୍ତଙ୍କୁ ଗୁଜରାଟର ଭୁଜରୁ ଗିରଫ କରାଯାଇଛି। ମାମଲାର ଅନୁସନ୍ଧାନ କରୁଥିବା ମୁମ୍ବାଇ କ୍ରାଇମ...

କଂଗ୍ରେସରୁ ଇସ୍ତଫା ଦେଲେ ରାହୁଲ ଗାନ୍ଧୀ!

ନୂଆଦିଲ୍ଲୀ,୧୫।୪: ନିର୍ବାଚନ ସମୟରେ ନେତାଙ୍କ ସହ ଜଡିତ ନକଲି ଭିଡିଓ ଭାଇରାଲ ହେବାରେ ଲାଗିଛି। କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ଏଭଳି ଏକ ଭିଡିଓ ସୋସିଆଲ...

ଇଲେକ୍ଟୋରାଲ ବଣ୍ଡ ଏକ ସକ୍ସେସ୍‌ ଷ୍ଟୋରୀ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୫।୪: ଭାରତକୁ ୨୦୪୭ ସୁଦ୍ଧା ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ପ୍ରସ୍ତୁତ ହୋଇଥିବା ଯୋଜନା ସମ୍ପର୍କରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟୁଜ ଏଜେନ୍ସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri