ଜେଟ୍‌ଲୀଙ୍କ ସ୍ଥାନରେ ଗୋୟଲ ହୋଇପାରନ୍ତି ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୬-୫: କେନ୍ଦ୍ରରେ ଏନ୍‌ଡିଏ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳରେ ଅରୁଣ ଜେଟ୍‌ଲୀ ଅର୍ଥମନ୍ତ୍ରୀ ହେବାର ସମ୍ଭାବନା ନାହିଁ। ବିଶ୍ୱସ୍ତ ସୂତ୍ର ଅନୁଯାୟୀ, ଅସୁସ୍ଥତା କାରଣରୁ ଅର୍ଥମନ୍ତ୍ରୀ ଭଳି ଏକ ଗୁରୁଦାୟିତ୍ୱ ସମ୍ପନ୍ନ ପଦ ପାଇଁ ସେ ଏଥର ଆଗ୍ରହୀ ନୁହନ୍ତି। ତାଙ୍କ ସ୍ଥାନରେ ରେଳମନ୍ତ୍ରୀ ପୀୟୂଷ ଗୋୟଲ ଅର୍ଥମନ୍ତ୍ରୀ ହୋଇପାରନ୍ତି ବୋଲି କଳ୍ପାନଜଳ୍ପନା ହେଉଛି। ଜେଟ୍‌ଲୀ ଅସୁସ୍ଥତା କାରଣରୁ ଶୁକ୍ରବାର ମୋଦି ସରକାରଙ୍କ ଶେଷ କ୍ୟାବିନେଟ ବୈଠକରେ ଯୋଗ ଯୋଗ ଦେଇ ନ ଥିଲେ। ଅନ୍ୟପକ୍ଷରେ ଜେଟ୍‌ଲୀଙ୍କ ଅନୁପସ୍ଥିତିରେ ଗୋୟଲ ଦୁଇଥର ଅର୍ଥମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ। ସେ ମୋଦି ସରକାରଙ୍କ ସମୟରେ ଅନ୍ତରୀଣ ବଜେଟ ଉପସ୍ଥାପନ କରିଥିଲେ। ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଭାବେ ଗୋୟଲଙ୍କ ଅର୍ଥନୀତିରେ ଅଭିଜ୍ଞତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri