Posted inଜାତୀୟ

ଜେଡିୟୁର ଗୁରୁତ୍ୱପୂର୍ଣ୍ଣ ବୈଠକ: ନୀତୀଶଙ୍କ ସହ ଅଛନ୍ତି ପ୍ରଶାନ୍ତ କିଶୋର

ପାଟନା,୯।୬: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଅଧ୍ୟକ୍ଷତାରେ ରବିବାର ପାଟନାରେ ଜେଡିୟୁର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ବୈଠକରେ ଏନ୍‌ଡିଏର ବିରୋଧି ମମତା ବାନାର୍ଜୀଙ୍କ ପାଇଁ ନିର୍ବାଚନ ରଣନୀତି ପ୍ରସ୍ତୁତ କରିବାକୁ ଯାଇ ଚର୍ଚ୍ଚାରେ ଥିବା ପ୍ରଶାନ୍ତ କିଶୋର ମଧ୍ୟ ଉପସ୍ଥିତ ଅଛନ୍ତି। ଏହାସହ ଦଳର ବରିଷ୍ଠ ନେତା ବଶିଷ୍ଠ ନାରାୟଣ ସିଂ, ପ୍ରବକ୍ତା କେସି ତ୍ୟାଗି, ପ୍ରଦେଶ ଅଧ୍ୟକ୍ଷ ଓ ଜିଲାଧ୍ୟକ୍ଷଙ୍କ ସହ ଅନ୍ୟ ନେତାମାନେ ଉପସ୍ଥିତ ଅଛନ୍ତି। ଆଲୋଚନା ହେଉଛି କି ଏହି ବୈଠକରେ ନୀତୀଶ କୁମାର କୌଣସି ବଡ ନିଷ୍ପତ୍ତି ନେଇପାରନ୍ତି। ସୂଚନାଯୋଗ୍ୟ, ଲୋକସଭା ନିର୍ବାଚନ ପରେ ଏହା ଜେଡିୟୁର ପ୍ରଥମ ବୈଠକ। ଏଥିରେ ପାର୍ଟିର ବିଭିନ୍ନ ମୁଦ୍ଦା ଉପରେ ଆଲୋଚନା କରାଯିବ। ଲୋକ ସଭା ନିର୍ବାଚନ ପରେ ଏବେ ଦଳର ନଜର ରହିବ ଆଗକୁ ହେବାକୁ ଥିବା ବିଧାନସଭା ନିର୍ବାଚନ ଉପରେ। ଏଥିରେ ଯଦି ପ୍ରଶାନ୍ତ ମମତାଙ୍କୁ ସମର୍ଥନ କରନ୍ତି ତେବେ ନୀତୀଶ ବୋଧହୁଏ ଏହାକୁ ଏଡାଇ ଯାଇ ପାରନ୍ତି ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri