ଜେଲରେ ଅନଶନ, ୧୦ ଅସୁସ୍ଥ

ତାଳଚେର, ୮ା୧୨(ନି.ପ୍ର.)- ଖଣି ବନ୍ଦ ଆନ୍ଦୋଳନ ଯୋଗୁ ଗତ ୫ରେ କଲିୟାରୀ ପୋଲିସ ଡଅଁରା ଗ୍ରାମର ୧୯ ଜଣଙ୍କୁ ଗିରଫ କରିଥିଲା। ପୋଲିସର ଏହି ଗିରଫଦାରୀକୁ ବିରୋଧ କରି ସେମାନେ ଜେଲରେ ଅନଶନ ଚଳାଇଛନ୍ତି। ସେମାନଙ୍କ ମଧ୍ୟରୁ ଶୁକଦେବ ସାହୁ, ବିଜୟ ବେହେରା, ସନ୍ତୋଷ ଦେହୁରୀ, ବିମଳ ସାହୁ, ନାରାୟଣ ଦେହୁରୀଙ୍କ ସମେତ ୧୦ ଜଣ ଅସୁସ୍ଥ ହୋଇପଡିଥିବା ଜଣାପଡିଛି। ସେମାନଙ୍କୁ ତାଳଚେର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଅବଶିଷ୍ଟ ୯ ଅନଶନକାରୀ ଖାଦ୍ୟ ଗ୍ରହଣ କରିଥିବା ଜେଲ କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri