Posted inରାଜ୍ୟ

ଜେଲରେ ଇ-ମୁଲାକାତ୍‌ ବ୍ୟବସ୍ଥା

ଭୁବନେଶ୍ୱର,୧୯।୩(ବ୍ୟୁରୋ): ସମସ୍ତ ଜିଲା ମୁଖ୍ୟ କାରାଗାରରେ ‘ଇ-ମୁଲାକାତ୍‌’ ବ୍ୟବସ୍ଥା ଆରମ୍ଭ। ଭିଜିଟର୍‌ ରୁମ୍‌(ପରିଦର୍ଶକ କୋଠରି)ରେ ସ୍କାଇପ୍‌ ଜରିଆରେ କଏଦୀଙ୍କ ସାକ୍ଷାତ ବ୍ୟବସ୍ଥା କରାଯାଇଛି। ୨ରୁ ୩ ମିନିଟ୍‌ ପାଇଁ କଏଦୀଙ୍କ ସହ ସାକ୍ଷାତ ବ୍ୟବସ୍ଥା ହୋଇଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ଚୌଦ୍ୱାର ଜେଲରେ ୨୫ରୁ ଅଧିକ ଲୋକ ଇ-ମୁଲାକାତ କରିଥିବା ଜଣାପଡ଼ିଛି। ପୂର୍ବରୁ ଝାରପଡ଼ା ଜେଲରେ କଏଦୀଙ୍କୁ ଭେଟିବା ଉପରେ କଟକଣା ଲଗାଯାଇଥିଲା। ସମ୍ପର୍କୀୟମାନେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦେଇପାରିବେ ବୋଲି କୁହାଯାଇଥିଲା। ଏବେ ପ୍ରତି ଜିଲା ମୁଖ୍ୟ କାରାଗାରରେ ଇ-ମୁଲାକାତ୍‌ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍‌

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ…

୧୦୮ ଆମ୍ବୁଲାନ୍ସ ଭିତରେ ଜନ୍ମ ହେଲା ଶିଶୁ କନ୍ୟା: ଫାର୍ମାସିଷ୍ଟଙ୍କ ମହାନତାକୁ ପ୍ରଶଂସା

ଗୁଣପୁର,୭।୭(ସୁଜାତା ପାଢ଼ୀ): ମାନବତା ଏବେ ବି ବଞ୍ଚିଛି । ରାୟଗଡା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯୁଗଳ କିଶୋର ଶବର ମହାନତା ଦେଖାଇ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

ବୈତରଣୀରେ ବଢ଼ୁଛି ବନ୍ୟା, ଧସୁଛି ନଦୀବନ୍ଧ: ରାସ୍ତା ବିଚ୍ଛିନ୍ନ ହେବାର ଆଶଙ୍କା

ଧାମନଗର,୭।୭ (କାଳନ୍ଦି ବେହେରା): ଭଦ୍ରକ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ପାଞ୍ଚ ଦିନ ଧରି ବୈତରଣୀ ନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ଜଳସ୍ତର…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri