ଜେଲ୍‌ରୁ କଏଦୀ ଫେରାର

ଯାଜପୁର ଅଫିସ,୨୫।୧୦: ଯାଜପୁର ସବ୍‌ଜେଲରୁ ଗୁରୁବାର ରାତିରେ ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ଫେରାର କଏଦୀ ହେଲେ ମୟୂରଭଞ୍ଜ ଜିଲାର ରାଜେଶ ମୁଣ୍ଡା। ପାଚେରୀ ଡେଇଁ ସେ ଫେରାର ହୋଇଯାଇଥିବା ଅନୁମାନ କରାଯାଉଛି। ଘଟଣା ସମ୍ପର୍କରେ ଯାଜପୁର ଥାନାରେ ଅଭିଯୋଗ ହୋଇଛି। ରାଜେଶ ଏକ ବଳାତ୍କାର ଅଭିଯୋଗରେ ଜେଲଦଣ୍ଡ ଭୋଗୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri