ଜେଲ୍‌ରୁ କଏଦୀ ଫେରାର

ଯାଜପୁର ଅଫିସ,୨୫।୧୦: ଯାଜପୁର ସବ୍‌ଜେଲରୁ ଗୁରୁବାର ରାତିରେ ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ଫେରାର କଏଦୀ ହେଲେ ମୟୂରଭଞ୍ଜ ଜିଲାର ରାଜେଶ ମୁଣ୍ଡା। ପାଚେରୀ ଡେଇଁ ସେ ଫେରାର ହୋଇଯାଇଥିବା ଅନୁମାନ କରାଯାଉଛି। ଘଟଣା ସମ୍ପର୍କରେ ଯାଜପୁର ଥାନାରେ ଅଭିଯୋଗ ହୋଇଛି। ରାଜେଶ ଏକ ବଳାତ୍କାର ଅଭିଯୋଗରେ ଜେଲଦଣ୍ଡ ଭୋଗୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସହରାଞ୍ଚଳରେ ଛୁଇଁନି ୮୦% ମତଦାନ

ଯାଜପୁର,୧୮ା୪(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାର କୋରେଇ ଓ ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଦୁଇ ପ୍ରମୁଖ ସହର ବ୍ୟାସନଗର ଓ ଯାଜପୁର ପୌରାଞ୍ଚଳ ରହିଛି। ତେବେ ଗତ ୩...

ଭୁବନେଶ୍ୱର ବିମାନବନ୍ଦରରୁ କେଜିଏ ସୁନା ଜବତ, ମଳଦ୍ୱାରରେ ଲୁଚାଇ ନେଉଥିଲେ ଯାତ୍ରୀ

ଭୁବନେଶ୍ୱର,୧୭।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ କଷ୍ଟମ ବିଭାଗ ଚଢ଼ାଉ କରି ଜଣେ ଯାତ୍ରୀଙ୍କଠାରୁ ୧ କେଜି ସୁନା ଜବତ କରିଛି।...

ନେତାଙ୍କୁ ଅଡୁଆ ଅଧାପନ୍ତରିଆ କାମ

ଯାଜପୁର,୧୭ା୪(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାର ଜାରକା ଗ୍ରାମ୍ୟ ନିର୍ମାଣ ଡିଭିଜନ-୨ ଅଧୀନ ଗ୍ରାମାଞ୍ଚଳର ଗମନାଗମନ ବ୍ୟବସ୍ଥାକୁ ସୁଦୃଢ କରିବା ଲକ୍ଷ୍ୟ ରଖି ବିଜୁ ସେତୁ ଯୋଜନା...

ଫେରାର କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

କାଳିଆ ପାଣି,୧୬।୪:(ଅସିତ ମହାନ୍ତ): ଯାଜପୁର ଜିଲା କାଳିଆପାଣି ଥାନା ଅଧୀନ ପାନାସିଆ ଗାଁର ଜଣେ ବିଚାରଧୀନ ଫେରାର କଏଦୀଙ୍କ ମଙ୍ଗଳବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ...

ଜଙ୍ଗଲ ଜମିରୁ ମୋରମ ଲୁଟ୍‌

କୋରେଇ,୧୬।୪(ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ରଗ ଅଞ୍ଚଳରେ ଦିନକୁ ଦିନ ରାଜସ୍ବ ଲୁଟ୍‌ ବୃଦ୍ଧି ପାଉଛି । ନିକଟସ୍ଥ ଜଙ୍ଗଲ ଜମିରୁ ମୋରମ...

ଯାଜପୁର ବସ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି

ଭୁବନେଶ୍ୱର,୧୫।୪: ଯାଜପୁରରେ ବଡ଼ ଧରଣର ବସ୍‌ ଦୁର୍ଘଟଣା ଘଟିଛି। ଏନଏଚ-୧୬ର ବାରବାଟୀ ଛକ ନିକଟରେ ଓଭରବ୍ରିଜ୍‌ ତଳକୁ ଯାତ୍ରୀବାହୀ ବସ୍‌ ଖସିପଡିଛି। ଏଥିରେ ୩ ଜଣଙ୍କର...

ଓଭରବ୍ରିଜ୍‌ ତଳକୁ ଖସିଲା ଯାତ୍ରୀବାହୀ ବସ୍‌: ୩ ମୃତ, ୫ ଗୁରୁତର

ଭୁବନେଶ୍ୱର,୧୫।୪: ଯାଜପୁରରେ ବଡ଼ ଧରଣର ବସ୍‌ ଦୁର୍ଘଟଣା। ଏନଏଚ-୧୬ର ବାରବାଟୀ ଛକ ନିକଟରେ ଓଭରବ୍ରିଜ୍‌ ତଳକୁ ଖସିଲା ଯାତ୍ରୀବାହୀ ବସ୍‌। ଏଥିରେ ୩ ଜଣଙ୍କର ମୃତ୍ୟୁ...

ରାସ୍ତା ନଷ୍ଟ କରୁଛି ଓଭର ଲୋଡିଂ ହାଇଓ୍ବା

ପ୍ରୀତିପୁର,୧୫ା୪(ସୁଶାନ୍ତ ବେହୁରିଆ): ଶିକ୍ଷା, ସ୍ବାସ୍ଥ୍ୟ ଓ ଗମନାଗମନ ଏକ ଜନକଲ୍ୟାଣକାରୀ ସରକାରଙ୍କ ମୂଳ ଲକ୍ଷ୍ୟ ଓ ଏକ ସୁସ୍ଥ ସମାଜ ଗଠନର ମୂଳମନ୍ତ୍ର। ମାତ୍ର କେତେକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri