ଜେଲ୍‌ରେ ଶରିଫଙ୍କୁ ମିଳୁନି ଏସି,ଟିଭି ସୁବିଧା: ଇମ୍ରାନ

ଓ୍ବାଶିଂଟନ,୨୨।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଏବେ ଆମେରିକା ଗସ୍ତରେ ଅଛନ୍ତି। ସେଠାରେ ସେ ବିଭିନ୍ନ ବିଷୟକୁ ନେଇ ଆଲୋଚନା କରିବା ସମୟରେ କହିଛନ୍ତି, ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କୁ ଜେଲ୍‌ରେ କୌଣସି ପ୍ରକାର ଭିଆଇପି ସୁବିଧା ମିଳୁନାହିଁ। ସେ ଜଣେ ଅପରାଧି ହୋଇଥିବାରୁ ତାଙ୍କୁ ଏସି ବା ଶୀତତାପ ନିୟନ୍ତ୍ରିତ ଓ ଟେଲିଭିଜନ ସୁବିଧା ଦିଆଯାଉ ନାହିଁ। ଇମ୍ରାନ କହିଥିଲେ ଶରିଫ ଜେଲ୍‌ରେ ଘରର ଖାଦ୍ୟ ଚାହୁଁଥିଲେ ସତ ହେଲେ ଯେଉଁ ଦେଶରେ ଅଧିକାଂଶ ଲୋକଙ୍କ ପାଖରେ ଏସି ଓ ଟେଲିଭିଜନ ନାହିଁ ସେଭଳି ପରିସ୍ଥିତିରେ ଜଣେ ଅପରାଧିଙ୍କୁ କିଭଳି ଏମିତି ସୁବିଧା ଦିଆଯିବ। ତା’ହେଲେ ସଜାର ଅର୍ଥ କିଛି ରହିବ ନାହିଁ। ଏହା ବ୍ୟତୀତ ପାକିସ୍ତାନ ଫେରିବା ପରେ ଇମ୍ରାନ ଏହାର ତଦନ୍ତ କରିବେ ବୋଲି କହିଛନ୍ତି। ଅବଶ୍ୟ ଏହାକୁ ନେଇ ଶରିଫଙ୍କ ଝିଅ ମରିୟମ ବିଗିଡି ଯାଇ ପାରନ୍ତି। ହେଲେ ଦେଶର ଅର୍ଥ ନ ଫେରାଇବା ପର୍ଯ୍ୟନ୍ତ ଏଭଳି ସଜା ଭୋଗିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଦିନ ମଧ୍ୟରେ ଶୁଭେନ୍ଦୁ ସରକାରଙ୍କ ପ୍ରଥମ ୟୁ-ଟର୍ଣ୍ଣ, ଗଣମାଧ୍ୟମକୁ ନେଇ ନେଲେ ଏଭଳି ନିଷ୍ପତ୍ତି

କୋଲକାତା,୨୨।୫: ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ଭାଜପା ସରକାର ପଶ୍ଚିମବଙ୍ଗରେ ଦାୟିତ୍ୱ ଗ୍ରହଣ କରିବାର ୧୨ ଦିନ ବିତିଗଲାଣି। ଏହି ସମୟ ମଧ୍ୟରେ ପ୍ରଶାସନ ଦ୍ରୁତ ଗତିରେ ନିଷ୍ପତ୍ତି…

ଜାରି ହେଲା ପେଟ୍ରୋଲ-ଡିଜେଲର ନୂଆଦର, କେଉଁଠି କମିଲା ତ କେଉଁଠି ବଢ଼ିଲା?

ନୂଆଦିଲ୍‌ଲୀ,୨୨।୫: ଅନ୍ତର୍ଜାତୀୟ ସ୍ତରରେ ଅଶୋଧିତ ତୈଳ ମୂଲ୍ୟରେ ଅସ୍ଥିରତା ମଧ୍ୟରେ, ଦେଶର ସରକାରୀ ତୈଳ କମ୍ପାନୀଗୁଡ଼ିକ ଆଜି ପେଟ୍ରୋଲ ଏବଂ ଡିଜେଲର ନୂତନ ଦର ପ୍ରକାଶ କରିଛନ୍ତି।…

ଯୁଦ୍ଧ ରୋକିବା ପାଇଁ ୪ଟି ସର୍ତ୍ତ ଜାରି କଲେ ଟ୍ରମ୍ପ, ବଡ଼ ଧମକ ଦେଇ କହିଲେ- ଇରାନ ନ ମାନିଲେ…

ନୂଆଦିଲ୍ଲୀ,୨୨।୫: ମଧ୍ୟପ୍ରାଚ୍ୟ ଆଉ ଏକ ଯୁଦ୍ଧର ଆଶଙ୍କାରେ ପଡ଼ିପାରେ। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ବିପଦରେ ପଡ଼ିଛି, ଏବଂ ପୁଣି ଥରେ ଯୁଦ୍ଧ ଆରମ୍ଭ ହୋଇପାରେ।…

୨ ପୁଅକୁ ବଞ୍ଚାଇବାକୁ ଯାଇ ନଦୀରେ ବୁଡିଯାଇଥିଲେ ବ୍ୟକ୍ତି, ଜାଲ ପକାଇ ମୃତଦେହକୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ନନ୍ଦପୁର/ ପାଡୁଆ, ୨୨।୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ପାନ୍ଥଲୁଙ୍ଗ ପଞ୍ଚାୟତ ଦେଇ ପ୍ରବାହିତ ମାଛକୁଣ୍ଡ ନଦୀର ଶୋଭାପୁଟ…

ଆସୁଛି ଲଘୁଚାପ, ଏହି ଦିନଠୁ ପ୍ରବଳ ବର୍ଷିବ

ଭୁବନେଶ୍ବର,୨୨ା୫: ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ…

ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ

ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ…

ପୁଅ ବିବାହରେ ଯୋଗଦେଲେ ମୋତେ ମାରି ଦିଆଯିବ: କାହିଁକି ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୨।୫: ଇରାନ ସମ୍ପର୍କରେ ପରିସ୍ଥିତିରେ ବ୍ୟସ୍ତ ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଖରେ ତାଙ୍କ ନିଜ ପୁଅର ବିବାହରେ ଯୋଗଦେବା ପାଇଁ ସମୟ ନାହିଁ। ଟ୍ରମ୍ପ…

୨୩ରେ ସମ୍ମାନିତ ହେବେ ୯୦%ରୁ ଅଧିକ ମାର୍କ ରଖିଥିବା ୮୪ ଛାତ୍ରୀଛାତ୍ର, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ…

ଭବାନୀପାଟଣା,୨୨।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରଗତି ଅନୁଷ୍ଠାନ ପକ୍ଷରୁ ଆସନ୍ତା ୨୩ ତାରିଖ ଶନିବାର ଭବାନୀପାଟଣା ଟାଉନ ହଲରେ ଭବ୍ୟ ସମ୍ବର୍ଦ୍ଧନା ସଭା ମେଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri