ଜେ ଆଣ୍ଡ କେ ବ୍ୟାଙ୍କ ସରକାରଙ୍କ ନିୟନ୍ତ୍ରଣକୁ ଆସିବ

ନୂଆଦିଲ୍ଲୀ,୭-୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟିବା ପରେ ଏବେ କେନ୍ଦ୍ର ସରକାର ଜେ ଆଣ୍ଡ କେ ବ୍ୟାଙ୍କକୁ ନିଜ ନିୟନ୍ତ୍ରଣକୁ ନେବେ। ବର୍ତ୍ତମାନ ଏହି ବ୍ୟାଙ୍କର ୬୦ ପ୍ରତିଶତ ଅଂଶଧନ ରାଜ୍ୟ ସରକାରଙ୍କ ନିକଟରେ ରହିଛି। ଏହା ରାଜ୍ୟର ସବୁଠାରୁ ପ୍ରମୁଖ ବ୍ୟାଙ୍କ ଯାହାର ଶାଖା ସମ୍ପୂର୍ଣ୍ଣ ରାଜ୍ୟରେ ରହିଛି। ସରକାର ଏହି ବ୍ୟାଙ୍କକୁ ନିଜ ନିୟନ୍ତ୍ରଣରେ ନେବା ପରେ ବ୍ୟାଙ୍କ ବୋର୍ଡ ସମେତ ସମସ୍ତ ମହତ୍ୱପୂର୍ଣ୍ଣ ପଦରେ ନିଯୁକ୍ତି ଦେବାର ଅଧିକାର ପାଇଯିବେ। ଏବେ ଏହି ଅଧିକାର ରାଜ୍ୟ ସରକାରଙ୍କ ନିକଟରେ ରହିଛି। ଏହା ବର୍ତ୍ତମାନ କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ, ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା ପରିଚାଳିତ ହେବ। ଏବେ ରାଜ୍ୟ ସଚିବଙ୍କ ନିକଟରେ ଏହି ବ୍ୟାଙ୍କର ୫୫.୮୯ ପ୍ରତିଶତ ଏବଂ ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ନିକଟରେ ୩.୩୪% ଅଂଶଧନ ରହିଛି। ବ୍ୟାଙ୍କକୁ ଅଧିକାଂଶ ଆର୍ଥିକ ସହାୟତା ରାଜ୍ୟ ସରକାର ଦେଇ ଆସୁଥିଲେ। ଏହାସତ୍ତ୍ୱେ ଏହାକୁ ଘରୋଇ ସେକ୍ଟର ବ୍ୟାଙ୍କ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri