Posted inଜାତୀୟ

ଜୈଶ୍‌ ଆତଙ୍କବାଦୀ ବଶିର୍‌ ଗିରଫ

ନୂଆଦିଲ୍ଲୀ, ୧୬।୭: ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ବଡ଼ ସଫଳତା ମିଳିଛି। ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ବଶିର୍‌ ଅହମ୍ମଦ ମୌଲବୀଙ୍କୁ ଦିଲ୍ଲୀ ପୋଲିସ୍‌ର ସ୍ବତନ୍ତ୍ର ଦଳ ଗିରଫ କରିଛି। ବଶିର୍‌ଙ୍କୁ ଜମ୍ମୁ-କଶ୍ମୀରର ଶ୍ରୀନଗରଠାରୁ ଗିରଫ କରାଯାଇଛି। ତାଙ୍କ ଉପରେ ୨ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା। ଦୀର୍ଘ ଦିନ ଧରି ତାଙ୍କୁ ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ଦଳ ଖୋଜୁଥିଲା। ବଶିର୍‌ଙ୍କୁ ପରେ ପଚରା ଉଚରା ଜାରି ରହିଛି। ଏନେଇ ଅଧିକ ତଦନ୍ତ କରାଯାଉଥିବା ଦିଲ୍ଲୀ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

କରଡ଼ା ଘାଟିରେ ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ୫୦ ଫୁଟ ଗାତକୁ ଖସିଲା ଟ୍ରକ

ରାଇକିଆ,୧୯।୨(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଳକର କରଡ଼ା ଘାଟିଠାରେ ନିୟନ୍ତ୍ରଣ ହରାଇ ଏକ ମହୁଲ ବୋଝେଇ ଟ୍ରକ ଘାଟିର ୫୦ ଫୁଟ ଘାଟି ତଳକୁ ଖସିଯାଇଛି।…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ମାଓବାଦୀଙ୍କୁ ଧରାଇଦେଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ପୁରସ୍କାର: ମାର୍ଚ୍ଚ ୩୧ ଡେଡ୍‌ଲାଇନ

ନୂଆଦିଲ୍ଲୀ,୧୯ା୨ (ପିଟି/ଏଜେନ୍ସି):୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦମୁକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଥିବାବେଳେ ଉକ୍ତ ଡେଡ୍‌ଲାଇନ୍‌ ପାଖେଇ ଆସିଲାଣି। ଏହି ପରିପ୍ରେକ୍ଷୀରେ ସୁରକ୍ଷା ବଳର…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri