Posted inଜାତୀୟ

ଜୈଶ୍‌ ଟାର୍ଗେଟ୍‌ରେ ମୋଦି

ନୂଆଦିଲ୍ଲୀ,୨୧ା୧୨(ଆଇଏଏନ୍‌ଏସ୍‌): ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିବା ଲାଗି ଯୋଜନା କରିଛନ୍ତି। ଆସନ୍ତା ୨୨ରେ ମୋଦି ରାମଲୀଳା ମଇଦାନରେ ଭାଜପାର ଏକ ବିଶାଳ ରାଲିକୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି। ସେଠାରେ ଜୈଶ-ଇ-ମହମ୍ମଦ (ଜେଇଏମ୍‌)ର ଆତଙ୍କବାଦୀ ମୋଦିଙ୍କୁ ଟାର୍ଗେଟ କରିପାରନ୍ତି ବୋଲି ଗୋଇନ୍ଦା ସଂସ୍ଥା ସ୍ବତନ୍ତ୍ର ସୁରକ୍ଷା ଗ୍ରୁପ୍‌ (ଏସ୍‌ପିଜି) ଏବଂ ଦିଲ୍ଲୀ ପୋଲିସକୁ ସତର୍କ କରାଇଛି। ତେଣୁ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦିଗରେ ସମସ୍ତ ପଦକ୍ଷେପ ଗ୍ରହଣ କରିବା ଲାଗି ଗୋଇନ୍ଦା ବିଭାଗ ପରାମର୍ଶ ଦେଇଛି।
ରାମଲୀଳା ମଇଦାନରେ ହେବାକୁ ଥିବା ରାଲିରେ ପ୍ରଧାନମନ୍ତ୍ରୀଙ୍କ ସମେତ ଏନ୍‌ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗଦେବେ। ସେଠାରେ ସୁରକ୍ଷା ଦାୟିତ୍ୱରେ ଥିବା ଏସ୍‌ପିଜି ଏବଂ ଦିଲ୍ଲୀ ପୋଲିସକୁ ‘ଗଣତାନ୍ତ୍ରିକ ରାଷ୍ଟ୍ରରେ ସୁରକ୍ଷା ବ୍ୟବସ୍ଥା’ ପୁସ୍ତକ (ବ୍ଲୁ ବୁକ୍‌)ର ଅନୁଚ୍ଛେଦ ୧୦ରେ ଥିବା ମାର୍ଗଦର୍ଶିକା ଅନୁଯାୟୀ ପଦକ୍ଷେପ ନେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାରି ରହିଛି ଲଗାଣ ବର୍ଷା: କୁଲାଡ ରଥଯାତ୍ରା ବର୍ଷା ପାଇଁ ନାହିଁ ଶ୍ରଦ୍ଧାଳୁଙ୍କ ଭିଡ଼

ଭଞ୍ଜନଗର,୧୬।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବୁଧବାର ରାତିରୁ ଗୁରୁବାର ଖବର ଲେଖା ହେବା ପର୍ଯ୍ୟନ୍ତ ଲଗାଣ ବର୍ଷା ଲାଗି ରହିଛି। ଏହାଦ୍ୱାରା ଜନଜୀବନ ଅସ୍ତବ୍ୟସ୍ତ…

ବିଦ୍ୟୁତ ବୋର୍ଡ ମରାମତି କରୁଥିବା ବେଳେ ମାରିଲା କରେଣ୍ଟ, ତାପରେ….

ପାଟଣା,୧୬ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତ ଅନ୍ତର୍ଗତ ବାର ତୁଣିଆ ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ବିପଦପୂର୍ଣ୍ଣ ଅବସ୍ଥାରେ ବୃଦ୍ଧାଙ୍କ ଘର: ସହାୟତାର ହାତ ବଢ଼ାଇଲେ ସମାଜସେବୀ

କର୍ଲାମୁଣ୍ଡା:୧୬।୭(ପ୍ରଦୀପ କୁମାର ସାହୁ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ଗ୍ରାମ ପଞ୍ଚାୟତ କୁଶୁର୍ଲା ହଜାରିପଡ଼ାର ଜଣେ ଅସହାୟ ବୃଦ୍ଧା ଫୁଲତୁଲା ସାହୁ( ୭୫)ଙ୍କ ଘର ଲଗାତାର ବର୍ଷା…

ରଣ୍ଢାରେ ବଡ଼ ସଡ଼କ ଦୁର୍ଘଟଣା; ଔଷଧ କିଣିବାକୁ ଯାଉଥିବା ବେଳେ କାର-ଟ୍ରକ ଧକ୍କାରେ ଦମ୍ପତି ମୃତ, କ୍ଷତିପୂରଣ ଦାବିରେ ୧୬ ନଂ ଜାତୀୟ ରାଜପଥ ଅବରୋଧ

ଗୋପାଳପୁର,୧୬ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଅଧିନସ୍ଥ ରଣ୍ଢାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୁରୁବାର ଦିନ ରାସ୍ତା…

ବର୍ଷା ସତ୍ତ୍ୱେ ଜନଜାତି ଗାଁରେ ନିଆରା ଢଙ୍ଗରେ ପାଳନ ହେଉଛି ରଥଯାତ୍ରା: ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):ଲଘୁଚାପ ପ୍ରଭାବରେ ବୁଧବାର ବିଳମ୍ବିତ ରାତ୍ର ଠାରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି । ତେବେ…

ପୋଲିସ ଷ୍ଟେଶନରେ ଭୟଙ୍କର ବିସ୍ଫୋରଣ,୧୪ ଜଣଙ୍କ ମୃତ୍ୟୁ

ଇସଲାମବାଦ୍,୧୬ା୭: ପାକିସ୍ତାନର ପଖତୁନଖ୍ୱା ପ୍ରଦେଶ ପୁଣିଥରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣରେ ଥରି ଉଠିଛି ।ଆତଙ୍କବାଦୀମାନେ ବାନୁ ଜିଲାର ମିରିଆନ୍ ପୋଲିସ ଷ୍ଟେଶନକୁ ଟାର୍ଗେଟ କରି ବିସ୍ଫୋରକ…

କବାଟ ବନ୍ଦ କରି ୪ ବର୍ଷର ପୁଅକୁ ହତ୍ୟା କଲେ ବାପା, ମା’ ଆଖିରୁ ଶୁଖୁନି ଲୁହ, କହିଲେ ତାଙ୍କ ସ୍ବାମୀ…

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ବାପା ସାଜିଲେ ଜହ୍ଲାଦ। ଦୁନିଆ କ’ଣ ଜାଣି ନ ଥିବା ୪ ବର୍ଷର ଜନ୍ମ କଲା ପୁଅକୁ କଟୁରିରେ ହାଣି ହତ୍ୟା କଲେ…

ଶାଳୀଙ୍କୁ ନେଇ ଫେରାର ହୋଇଯାଉଥିଲେ ଭିଣୋଇ: ବାଟରେ ଘଟିଲା…

ଭୋପାଳ,୧୬।୭:ମଧ୍ୟପ୍ରଦେଶର ମୋରେନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକଙ୍କୁ ପ୍ରେମ ସମ୍ପର୍କ ଯୋଗୁ ସର୍ବସାଧାରଣରେ ନିର୍ମମ ଦଣ୍ଡ ଦିଆଯାଇଥିଲା। ଜିଲାର କିଚୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri