Posted inଖେଳ

ଜୋକୋଭିଚ୍‌ଙ୍କୁ ୫ମ ଓ୍ବିମ୍ବେଲଡନ ଟାଇଟଲ

ଲଣ୍ଡନ, ୧୫ା୭ (ଏଏଫ୍‌ପି)-ସୁଇଜରଲାଣ୍ଡର ରୋଜର ଫେଡରରଙ୍କୁ ୭-୬ (୭/୫), ୧-୬, ୭-୬ (୭/୪), ୪-୬, ୧୩-୧୨ (୭/୩) ସେଟ୍‌ରେ ହରାଇ ସର୍ବିୟାର ନୋଭାକ୍‌ ଜୋକୋଭିଚ୍‌ ୫ମ ଥର ଓ୍ବିମ୍ବେଲଡନ ଓପନ ପୁରୁଷ ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ୪ ଘଣ୍ଟା ୫୭ ମିନିଟ୍‌ ଧରି ଚାଲିଥିଲା। ଫାଇନାଲ ସେଟ୍‌ ପ୍ରଥମ ଥର ଟାଇବ୍ରେକ୍‌ରେ ମିମାଂସା ହୋଇଥିଲା। ଓ୍ବିମ୍ବେଲଡନଠାରେ ଏହା ସବୁଠାରୁ ଦୀର୍ଘ ସମୟ ଧରି ଖେଳାଯାଇଥିବା ଫାଇନାଲ। ମ୍ୟାଚ ପଏଣ୍ଟ ଡାଉନ୍‌ରେ ଟାଇଟଲ ଜିତିବାରେ ୭୧ ବର୍ଷରେ ଜୋକୋଭିଚ୍‌ ପ୍ରଥମ ବ୍ୟକ୍ତି ବିବେଚିତ ହୋଇଛନ୍ତି। ୫ଥର ଟାଇଟଲ ଜିତି ସର୍ବୀୟ ଖେଳାଳି ବର୍ତ୍ତମାନ ବ୍ୟୋର୍ନ ବର୍ଗଙ୍କ ରେକର୍ଡ ସମକକ୍ଷ ହୋଇଛନ୍ତି। ମୋଟ ଉପରେ ଜୋକୋଭିଚଙ୍କର ଏହା ହେଉଛି ୧୬ତମ ଗ୍ରାଣ୍ଡସ୍ଲାମ ଟାଇଟଲ। ୩୭ ବର୍ଷୀୟ ଫେଡରର ଯଦି ଟାଇଟଲ ଜିତିଥାନ୍ତେ ତେବେ ସବୁଠାରୁ ବୟୋଜ୍ୟେଷ୍ଠ ଗ୍ରାଣ୍ଡସ୍ଲାମ ବିଜେତା ହୋଇପାରିଥାନ୍ତେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖରାପ ଖବର, ଏହି ଗୁରୁତ୍ୱପୂର୍ଣ୍ଣ ଖେଳାଳିଙ୍କ ଫେରିବା କଷ୍ଟକର

ନୂଆଦିଲ୍ଲୀ,୨୮।୩: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟ ପରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଆଉ ଏକ ଖରାପ ଖବର ଆସିଛି। ଦଳର ଷ୍ଟାର ବ୍ୟାଟର ସୂର୍ଯ୍ୟକୁମାର ଯାଦବ...

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଭିଲିଆନ୍‌ ସଜେଇଲେ ଏହି କ୍ରିକେଟର୍‌: କହିଦେଲେ ଏମିତି କଥା

ହାଇଦ୍ରାବାଦ୍‌,୨୮।୩: ମୁମ୍ବାଇ ଇଣ୍ଡିଆନ୍ସକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟର ସାମ୍ନା କରିବାକୁ ପଡିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱକୁ ନେଇ ପ୍ରଶ୍ନ ଉଠିଛି। ଏଥି ସହ ବର୍ତ୍ତମାନ...

ରୋହିତଙ୍କୁ ସମ୍ଭାଳିବାକୁ ପଡିଲା ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକତ୍ୱ! ପାଣ୍ଡ୍ୟାଙ୍କୁ କହିଲେ…

ନୂଆଦିଲ୍ଲୀ,୨୮।୩: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ସନରାଇଜର୍ସ ହାଇଦ୍ରାବାଦ ୨୦ ଓଭରରେ ୩ ଉଇକେଟ୍‌ ହରାଇ ୨୭୭ ରନ୍‌ ସଂଗ୍ରହ କରିଥିଲା। ଆଇପିଏଲ ଇତିହାସରେ ଏହା ହେଉଛି...

ପାଣ୍ଡ୍ୟାଙ୍କୁ ଗାଳି, ଗାଏକଓ୍ବାଡଙ୍କ ପାଇଁ ତାଳି…ଅଧିନାୟକ ଦାୟିତ୍ୱ କିଭଳି ଦିଆଯାଏ ଧୋନୀଙ୍କଠାରୁ ଶିଖିବା ଉଚିତ

ନୂଆଦିଲ୍ଲୀ,୨୮।୩: ଆଇପିଏଲ୍‌ରେ ମାର୍ଚ୍ଚ ୨୪ ଏବଂ ୨୬ର ଦୃଶ୍ୟ ବହୁତ କିଛି ବୟାନ କରୁଛି। ପ୍ରଥମେ ମାର୍ଚ୍ଚ ୨୪ ବିଷୟରେ କଥା ହେବା। ଏହି ଦିନ...

ଭାରତର ଏହି ସହରରେ ପ୍ରସ୍ତୁତ ହୁଏ ଆଇପିଏଲ୍‌ ବଲ୍‌, ବର୍ଷକୁ ୫୦୦ କୋଟି ଟଙ୍କା ରୋଜଗାର

ବର୍ତ୍ତମାନ ଆଇପିଏଲ ଚାଲିଛି। ଇଣ୍ଡିଆନ ପ୍ରିମିୟର ଲିଗ୍‌କୁ ନେଇ ଲୋକଙ୍କ ମଧ୍ୟରେ ଏକ ବଡ଼ କ୍ରେଜ୍‌ ରହିଛି। ଏହି ପ୍ରତିଯୋଗିତା ୬୬ ଦିନ ପର୍ଯ୍ୟନ୍ତ ଚାଲିବ।...

ମୁମ୍ବାଇ ଇଣ୍ଡିଆନ୍ସ-ସନରାଇଜର୍ସ ହାଇଦ୍ରାବାଦ ମ୍ୟାଚ୍‌ରେ ରେକର୍ଡ ବର୍ଷା

ହାଇଦ୍ରାବାଦ୍‌,୨୮।୩: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଆଇପିଏଲ ଇତିହାସରେ ସନରାଇଜର୍ସ ହାଇଦ୍ରାବାଦ ସର୍ବାଧିକ ସ୍କୋର କରିଥିଲା। ଏହାପୂର୍ବରୁ ଏହି ରେକର୍ଡ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ନାମରେ ଥିଲା।...

ମାତ୍ର ୨୨ ମିନିଟ୍‌ରେ ରେକର୍ଡ ଭାଙ୍ଗିଦେଲେ ଅଭିଷେକ

ହାଇଦ୍ରାବାଦ,୨୮।୩: ସନରାଇଜର୍ସ ହାଇଦ୍ରାବାଦ ପାଇଁ ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ ଟ୍ରାଭିସ ହେଡ ଅର୍ଦ୍ଧଶତକ ହାସଲ କରିଥିଲେ। ମାତ୍ର କିଛି ମିନିଟ ପରେ ଅଭିଷେକ ଶର୍ମା ଏହି...

ପାଣ୍ଡ୍ୟାଙ୍କ ହାତରୁ ଯାଇପାରେ ଅଧିନାୟକ ପଦ: ରୋହିତଙ୍କ ସହ କଥା ହେଲେ ଆକାଶ ଅମ୍ବାନୀ

ହାଇଦ୍ରାବାଦ,୨୮।୩: ସନରାଇଜର୍ସ ହାଇଦ୍ରାବାଦ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି ମ୍ୟାଚରେ ଆଇପିଏଲ ଇତିହାସରେ ହାଇଦ୍ରାବାଦ ସବୁଠୁ ବଡ଼ ସ୍କୋର କରିଥିଲା। ମୁମ୍ବାଇ ଦଳ ହାର୍ଦ୍ଦିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri