ଜୋତା ପଲିସ କରୁଥିବା ବ୍ୟକ୍ତିଙ୍କ ଗୀତଶୁଣି ଭାବୁକ ହେଲେ ମହିନ୍ଦ୍ରା ଆଣ୍ଡ୍‌ ମହିନ୍ଦ୍ରା କମ୍ପାନୀର ଚେୟାରମ୍ୟାନ୍‌

ଶିଳ୍ପପତି ତଥା ମହିନ୍ଦ୍ରା ଆଣ୍ଡ୍‌ ମହିନ୍ଦ୍ରା କମ୍ପାନୀର ଚେୟାରମ୍ୟାନ୍‌ ଆନନ୍ଦ ମହିନ୍ଦ୍ରା ଜୋତା ପଲିସ କରୁଥିବା ଜଣେ ବ୍ୟକ୍ତିଙ୍କ ଗୀତ ଶୁଣି ଭାବୁକ ହୋଇପଡ଼ିଛନ୍ତି। ଏହି ବ୍ୟକ୍ତି ଜଣଙ୍କ ହେଲେ ସନୀ। ସନୀ ଛୋଟ ପରଦାର ଲୋକପ୍ରିୟ ରିଆଲିଟି ଶୋ’ ‘ଇଣ୍ଡିଆନ୍‌ ଆଇଡଲ’ରେ ଅଡିଶନ ଦେବାକୁ ପହଞ୍ଚିଥିଲେ। ଏହି ଅଡିଶନ ଭିଡିଓକୁ ଆନନ୍ଦ ନିଜ ଟ୍ବିଟର ଆକାଉଣ୍ଟରେ ଶେୟାର କରିଛନ୍ତି। ଏହାକୁ ସମସ୍ତେ ପସନ୍ଦ ମଧ୍ୟ କରୁଛନ୍ତି। ଏହି ଭିଡିଓରେ ସନୀ ସୁନ୍ଦର ଗୀତ ଗାଇବା ସାଙ୍ଗକୁ ନିଜ ଜୀବନର ସଂଘର୍ଷମୟ ଜୀବନୀ ସମ୍ପର୍କରେ କହିଛନ୍ତି। ଆନନ୍ଦ ଶେୟାର କରିଥିବା ଭିଡିଓ ଅନୁସାରେ ସନୀ ଜୋତା ପଲିସ କରନ୍ତି ଏବଂ ତାଙ୍କ ମା’ ବେଲୁନ ବିକ୍ରି କରନ୍ତି। ସନୀଙ୍କ ଏହି ଭିଡିଓକୁ ଦେଖିବା ପରେ କେହି ନିଜ ଲୁହ ଅଟକାଇପାରିବେ ନାହିଁ ବୋଲି ଆନନ୍ଦ ଭିଡିଓ ଶେୟାର କରିବା ସହ ଏହା ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ସ୍ଥାନ ପାଇବା ପରେ ପ୍ରଥମଥର ଏମିତି କାରନାମା କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୦।୬: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତ ଏ ଦଳ ସହିତ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସେଠାରେ ଏକ ଦିନିକିଆ ସିରିଜ ଚାଲିଛି। ଏଥିରେ ଭାରତ ଏ, ଶ୍ରୀଲଙ୍କା…

ସରକାରଙ୍କ ବଡ଼ ଘୋଷଣା: ମେଟ୍ରୋ, ବସ୍‌ରେ ଅଫିସ ଯିବାଆସିବା କରୁଥିବା କର୍ମଚାରୀଙ୍କୁ ମିଳିବ ଅଧିକ ଦରମା

ନୂଆଦିଲ୍ଲୀ,୧୦।୬: ଦିଲ୍ଲୀ ସରକାର ନିଜ କର୍ମଚାରୀଙ୍କ ହିତ ପାଇଁ ଏବଂ ବଢୁଥିବା ଇନ୍ଧନ (ଫ୍ୟୁଏଲ) ସଙ୍କଟର ମୁକାବିଲା କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର…

ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନପତ୍ର ଖାରଜ, ଆଜି ହୋଇପାରେ ଆଲୋଚନା

ଭୋପାଳ,୧୦ା୬: ମଧ୍ୟପ୍ରଦେଶରୁ ରାଜ୍ୟ ସଭାରେ ଖାଲି ପଡ଼ିବାକୁ ଥିବା ୩ଟି ଆସନ ଲାଗି ନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପାର ଏକ ଅଭିଯୋଗ ଆଧାରରେ କଂଗ୍ରେସ ପ୍ରାର୍ଥୀ ମୀନାକ୍ଷୀ…

ଆମେରିକା-ଇରାନ ଡିଲ୍‌ ଫାଇଲ କ୍ଲୋଜ? ଆମେରିକାର ବିମାନ ଆକ୍ରମଣରେ ୮ ସହର ଧୂଆଁରେ ଆଚ୍ଛାଦିତ

ତେହରାନ,୧୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ସ୍ଥଗିତ ଥିବା ପରି ମନେ ହେଉଛି। ଏକ ଆମେରିକୀୟ ଆପାଚେ ହେଲିକପ୍ଟରକୁ ଖସାଇ ଦେବା…

ବିଦେଶରେ ଫସି ରହିଛନ୍ତି ଆନନ୍ଦପୁରର ଯୁବକ, ଉଦ୍ଧାର ପାଇଁ ପ୍ରଶାସନକୁ ନିବେଦନ କଲେ…

ବଞ୍ଚୋ,୧୦।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଯୁବକ ସତ୍ୟଦୀପ ସାହୁ ତାଞ୍ଜାନିଆରେ ଫସି ରହିଥିବା ନେଇ ଚିନ୍ତା ପ୍ରକାଶ ପାଇଛି। ତାଙ୍କୁ ସୁରକ୍ଷିତ…

୧୫ IPS ଅଫିସରଙ୍କୁ ଦିଆଗଲା ୧୭ ଜିଲା ନିରୀକ୍ଷଣ ଦାୟିତ୍ୱ, ଜାଣନ୍ତୁ କେଉଁ ଜିଲାରେ କିଏ…

ଭୁବନେଶ୍ୱର, ୧୦।୬: ଆଇନଶୃଙ୍ଖଳା ସଜାଡ଼ିବା ପାଇଁ ରାଜ୍ୟ ପୋଲିସ ମୁଖ୍ୟାଳୟର ବଡ଼ ପଦକ୍ଷେପ। ୧୫ IPS ଅଫିସରଙ୍କୁ ଦିଆଗଲା ୧୭ଟି ଜିଲାର ସ୍ବତନ୍ତ୍ର ନିରୀକ୍ଷଣ ଓ ତଦାରଖ…

ନେହେରୁଙ୍କୁ ଟପିଲେ ମୋଦି: ଦେଶର ରାଜନୀତିରେ ନୂତନ ଅଧ୍ୟାୟ

ନୂଆଦିଲ୍ଲୀ,୧୦।୬: ଜୁନ ୧୦ ଅର୍ଥାତ୍‌ ଆଜି ଦେଶର ରାଜନୀତିରେ ଏକ ନୂତନ ଅଧ୍ୟାୟ ଲେଖାହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ…

ବିଶ୍ୱକପ୍‌ ଆରମ୍ଭ ପୂର୍ବରୁ ଫିଫା ଜାରିକଲା କଡ଼ା ନୂଆ ନିୟମାବଳୀ,ଜାଣନ୍ତୁ…

ଓ୍ବାଶିଂଟନ୍‌,୧୦।୬: ଆମେରିକାସରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ର ୨୩ତମ ସଂସ୍କରଣ ଲାଗି ଖେଳାଳିଙ୍କୁ କଡ଼ା ଶୃଙ୍ଖଳା ମଧ୍ୟରେ ରହିବାକୁ ପଡ଼ିବ। ସମୟ ନଷ୍ଟ ଓ ଇଞ୍ଜୁରି ବାହାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri