Posted inଜାତୀୟ

ଜୋରଜବରଦସ୍ତି ପାର୍ଲାମେଣ୍ଟକୁ ଭିତରକୁ ପଶିବାକୁ ଚେଷ୍ଟା କଲେ ସଂଦିଗ୍ଧ ବ୍ୟକ୍ତି

ନୂଆଦିଲ୍ଲୀ,୯।୧୨: ସୋମବାର ଜଣେ ସଂନ୍ଦିଗ୍ଧ ବ୍ୟକ୍ତି ପାର୍ଲାମେଣ୍ଟ ଭିତରକୁ ପଶିବାକୁ ଉଦ୍ୟମ କରିଛନ୍ତି। ପାର୍ଲାମେଣ୍ଟର ଶୀତ ଅଧିବେଶନ ଚାଲିଥିବାବେଳେ ବିନା କାଗଜ ପତ୍ରରେ ସେ ଏହା ମଧ୍ୟକୁ ଜୋରଜବରଦସ୍ତି ପଶିବାକୁ ଉଦ୍ୟମ କରିଥିବାବେଳେ ସୁରକ୍ଷାକର୍ମୀଙ୍କ ହାତରେ ଧରା ପଡିଯାଇଛନ୍ତି। ସୁରକ୍ଷାକର୍ମୀ ଏହାପରେ ଉକ୍ତ ବ୍ୟକ୍ତିଙ୍କୁ ଦିଲ୍ଲୀ ପୋଲିସ ହେପାଜତରେ ଛାଡି ଦିଲ୍ଲୀ ପୋଲିସ ତାଙ୍କୁ ଅଟକ ରଖି ପଚରାଉଚରା କରୁଛି। ବର୍ତ୍ତମାନ ସୁଦ୍ଧା ଉକ୍ତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ। ଆଜି ଗୃହରେ ବହୁ ଚର୍ଚ୍ଚିତ ନାଗରିକ ସଂଶୋଧନ ବିଲ୍‌ ଆଗତ ହୋଇଛି। ଏହି ସମୟରେ ଉକ୍ତ ସଂଦିଗ୍ଧ ବ୍ୟକ୍ତି ଜଣଙ୍କ ପାର୍ଲାମେଣ୍ଟ ଭିତରକୁ ପ୍ରବେଶ କରିବା ନେଇ ଚର୍ଚ୍ଚା ହେଉଛି। ୨୦୦୧ ମସିହା ଡିସେମ୍ବର ୧୩ରେ ସଂସଦ ଭବନ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା, ଓଡ଼ିଆରେ ଲେଖିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ, ୧୬।୭: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ମହାବାହୁ…

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଆନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

ଏମ୍‌ପିଙ୍କ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ସମସ୍ୟା ଜଣାଇଲେ ଲୋକେ, ପ୍ରତିଶ୍ରୁତି ଦେଇ ଏମ୍‌ପି କହିଲେ…

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ୨ ଦିନିଆ ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି। ସେ ବୁଧବାର ପୂର୍ବାହ୍ନରେ ଦାରିଙ୍ଗବାଡି ପହଞ୍ଚିଥିଲେ। ତାଙ୍କୁ ବ୍ଲକ…

‘କିଡନୀ ଦିଅ ନଚେତ୍‌ ମୃତ୍ୟୁ ଦିଅ’ ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଗୁହାରୀ କଲେ ୫ ମହିଳା, ଜାଣନ୍ତୁ କାହିଁକି…

କୋଟା,୧୬।୭: ରାଜସ୍ଥାନର କୋଟାରୁ ଏକ ଅତ୍ୟନ୍ତ ଆବେଗପୂର୍ଣ୍ଣ ଏବଂ ଗମ୍ଭୀର ମାମଲା ସାମ୍ନାକୁ ଆସିଛି । କିଡନୀର ଗମ୍ଭୀର ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଜୀବନ ସହ…

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri