Posted inଜାତୀୟ

ଜ୍ୱର ସାଜିଲା ପ୍ରତିବନ୍ଧକ: କଲ୍ୟାଣ ସିଂ ଏଡିସି ଗ୍ରାମବାସୀ ଦେଲେନି ଭୋଟ

ଢ଼ଳାଇ,୨୩।୪: ଗାଁରେ ଜ୍ୱରରେ ଶହେରୁ ଅଧିକ ଲୋକ କମ୍ପୁଛନ୍ତି। ଗତ ଏକ ସପ୍ତାହରୁ ଅଧିକ ଦିନ ଧରି ଜ୍ୱର ଛାଡୁନି। ତେଣୁ ତ୍ରିପୁରାର ରାଜଧନପରା ଅନ୍ତର୍ଗତ କଲ୍ୟାଣ ସିଂ ଏଡିସି ଗ୍ରାମବାସୀ ମତଦାନ ଅଧିକାର ସାବ୍ୟସ୍ତରୁ ବିରତ ରହିଛନ୍ତି। ଗାଁରେ ସମସ୍ତଙ୍କ ଘରେ ୨-୩ଜଣ ଜ୍ୱରରେ ପୀଡ଼ିତ। ଏପର୍ଯ୍ୟନ୍ତ କୌଣସି ସ୍ବାସ୍ଥ୍ୟ ସେବା ଳୋକଙ୍କୁ ଯୋଗାଇ ଦିଆଯାଇ ନାହିଁ ବୋଲି ଅଭିଯୋଗ କରିଛନ୍ତି ସ୍ଥାନୀୟ ବାସିନ୍ଦା। ପ୍ରବଳ ଜ୍ୱରରେ ଭୋଟଦାନ କେନ୍ଦ୍ରକୁ ଗାଁର ଭୋଟର ଯାଇପାରିବେ ନାହିଁ ବୋଲି ସ୍ଥାନୀୟ ବାସନ୍ଦା ପ୍ରକାଶ କରିଛନ୍ତି। ପୂର୍ବ ତ୍ରିପୁରାରେ ଆଇନ ଶୃଙ୍ଖଳା ସ୍ଥିତିକୁ ଦୃଷ୍ଟିରେ ରଖି ନିର୍ବାଚନ କମିଶନ ଏଠାରେ ଏପ୍ରିଲ୍‌ ୧୮ରେ ମତଦାନ ବନ୍ଦ କରି ଏହାକୁ ଏପ୍ରିଲ୍‌ ୨୩ରେ କରିବାକୁ ସ୍ଥିର କରିଥିଲେ। ସୂଚନାଯୋଗ୍ୟ, ତ୍ରିପୁରାରେ ୨ଟି ଲୋକ ସଭା ଆସନ ରହିଛି। ଏହା ପୂର୍ବ ଏବଂ ପଶ୍ଚିମ ତ୍ରିପୁରା।


Enter your email to get our daily news in your inbox.

All Right Reserved By Dharitri.Com

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

ଆଶା ଭୋସ୍‌ଲେଙ୍କ ପରଲୋକରେ ଭାବପ୍ରବଣ ହୋଇପଡ଼ିଲେ ନରେନ୍ଦ୍ର ମୋଦି

ମୁମ୍ବାଇ,୧୨।୪: ପ୍ରଖ୍ୟାତ ଗାୟିକା ଆଶା ଭୋସ୍‌ଲେଙ୍କ ପରଲୋକ ପରେ ସମଗ୍ର ଦେଶରେ ଶୋକର ଲହରୀ ଖେଳିଯାଇଛି। ରାଜନୈତିକ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିବିଶେଷ ମଧ୍ୟ ତାଙ୍କ ବିୟୋଗରେ ଶୋକ…

୫ ବର୍ଷୀୟା ବାଳିକାଙ୍କୁ ବଳାତ୍କାର କରି ଅଖାରେ ପୂରାଇ ଦେଲେ ଧନେଶ୍ୱର: ଆଉ ତା’ପରେ…

ଦୁର୍ଗ,୧୨ା୪(ପି.ଟି.):ଛତିଶଗଡ଼ର ଦୁର୍ଗ ଜିଲାରେ ଜଣେ ୫ ବର୍ଷୀୟା ବାଳିକାଙ୍କୁ ଜଣେ ଅଭିଯୁକ୍ତ ଅପହରଣ କରିନେଇ ବଳାତ୍କାର କରିବା ପରେ ପୀଡ଼ିତାଙ୍କୁ ଅଖାରେ ଭର୍ତ୍ତିକରି ଏକ କୂଅ ନିକଟରେ…

କେତେ ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ଆଶା ଭୋସଲେ, ଜାଣିଲେ…

ମୁମ୍ବାଇ,୧୨ା୪: ପ୍ରସିଦ୍ଧ ଭାରତୀୟ ଗାୟିକା ଆଶା ଭୋସଲେଙ୍କ ରବିବାର  ଦେହାନ୍ତ ହୋଇଛି। ସେ ୯୨ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ…

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri