ଜୟପୁରରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି: ସାମାଜିକ ଦୂରତା ବଜାୟ ରଖିବାକୁ ଦେଲେ ପରାମର୍ଶ

ଜୟପୁର,୧୬ା୪(ଡି.ଏନ୍‌.ଏ.): ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ସାଫିନ୍‌ ଅହମ୍ମଦ ଏବଂ କୋରାପୁଟ ଏସ୍‌ପି ମୁକେଶ କୁମାର ଭାମୋ ଜୟପୁର, କୋରାପୁଟ ସହର ବୁଲି ସମୀକ୍ଷା କରିଛନ୍ତି। ଜିଲାରେ ସମସ୍ତେ ସାମାଜିକ ଦୂରତା ବଜାୟ ରଖୁଛନ୍ତି। ମାତ୍ର ଏହାକୁ କଡାକଡ଼ି ପାଳନ କରିବାକୁ ସେ ଆହ୍ବାନ ଦେଇଛନ୍ତି। ସେହିପରି ଡିଆଇଜିଙ୍କ ଅନ୍ତର୍ଗତ ୬ଟି ଜିଲା ମଧ୍ୟରୁ କେବଳ କଳାହାଣ୍ଡିରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଚିକିତ୍ସା ପରେ ସୁସ୍ଥ ହୋଇ ଫେରିଥିବା ବେଳେ ଅନ୍ୟ ଜଣେ ଚିକିତ୍ସିତ ହେଉଥିବା ଡିଆଇଜି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri