ଜୟପୁରରେ ବନ୍ଦ ପାଳନ

ଜୟପୁର,୮।୧(ଡି.ଏନ୍‌.ଏ.) : କୋରାପୁଟ ଜିଲା ଜୟପୁର ସହରରେ ଭାରତ ବନ୍ଦ ଅବସରରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ପାଳନ କରାଯାଇଛି। ଗାଡ଼ି ଚଳାଚଳ ବନ୍ଦ ରହିଥିବାରୁ ଯାତ୍ରୀମାନେ ହନ୍ତସନ୍ତ ହେଉଥିବା ଲକ୍ଷ୍ୟ କରାଯାଇଛି।