ଜୟରାମପୁରରୁ ପରୀକ୍ଷା ପାଇଁ ଗଲା ୨୪ ନମୁନା

ନିଶ୍ଚିନ୍ତକୋଇଲି,୬ା୪(ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକ ଅଧୀନ ଜୟରାମପୁର ପଞ୍ଚାୟତର ୧ ନମ୍ବର ଓ୍ବାର୍ଡକୁ ପ୍ରଶାସନ ପକ୍ଷରୁ ସୋମବାର ସିଲ୍‌ କରାଯିବା ସହ ୨୪ଜଣଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି। ଅପରାହ୍ନରେ କଟକ ପିଡି ଏମ୍‌ଡି ଅବଜଲ ଅକ୍ତର ଓ ଉପଜିଲାପାଳ ଶୁଭ୍ରାଂଶୁ ମିଶ୍ର ପ୍ରଥମେ ନିଶ୍ଚିନ୍ତକୋଇଲି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରୁ ବିଡିଓ କର୍ଣ୍ଣଦେବ ସମାଧାର ଓ ତହସିଲଦାର ଜିତେନ୍ଦ୍ର ପାତ୍ରଙ୍କ ସହ ମିଳିତଭାବେ ଜୟରାମପୁର ପଞ୍ଚାୟତର ୧ ନଂ. ୱାର୍ଡକୁ ଯାଇ ଲୋକଙ୍କୁ ବୁଝାଶୁଝା କରିଥିଲେ। ପରେ ଯାଜପୁର ଜିଲା ବ୍ରହ୍ମବରଦାର କରୋନା ସଂକ୍ରମଣଙ୍କ ସଂସ୍ପର୍ଶରେ ଆସିଥିବା ୨୪ ଜଣଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇଥିଲା। ସେଠାରେ ଥିବା ସମସ୍ତ ଲୋକଙ୍କୁ ଖାଦ୍ୟ ଓ ସ୍ୟାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ତହସିଲଦାର ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?