Posted inଜାତୀୟ

ଜୟଲଲିଥାଙ୍କୁ ସମର୍ପିତ କରାଯିବ ୫୦ କୋଟି ଟଙ୍କାରେ ନିର୍ମାଣ କରାଯାଇଥିବା ସ୍ମାରକ

ଚେନ୍ନାଇ,୬।୧: ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତା ଜେ. ଜୟଲଲିଥାଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକକୁ ସମର୍ପିତ କରାଯିବ ବୋଲି ଜଣାପଡିଛି। ତାମିଲନାଡୁ ରାଜ୍ୟପାଳ ବନଓ୍ବାରିଲାଲ ପୁରୋହିତ ସୋମବାର ଏହା ଘୋଷଣା କରିଛନ୍ତି। ପ୍ରାୟ ୫୦.୮୦ କୋଟି ଟଙ୍କା ବ୍ୟୟରେ ପ୍ରସ୍ତୁତ କରାଯାଉଥିବା ଏହି ସ୍ମାରକର ନିର୍ମାଣକାର୍ଯ୍ୟ ଖୁବ୍‌ଶୀଘ୍ର ସରିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଜୟଲଲିଥା ତାମିଲନାଡୁର ଜଣେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ବେଶ୍‌ ଜଣାଶୁଣା ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଏସି ନିର୍ବାଚନ ପାଇଁ କଂଗ୍ରେସର ବଡ଼ ପ୍ରସ୍ତୁତି

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ସାଙ୍ଗଠନିକ ସଭା ଏବଂ ବନ୍ଧୁମିଳନ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କଲ୍ୟାଣ…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଭାଜପା ମୁହାଁ ନେତା କର୍ମୀ

ହାଟଡିହୀ,୨୦।୯(ଶୁଭକାନ୍ତ ନାୟକ): ଆଗକୁ ପଞ୍ଚାୟତ ନିର୍ବାଚନ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ରାଜନୈତିକ ପାଣିପାଗ ବଦଳିବାରେ ଲାଗିଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାଙ୍ଗଠନିକ ବୈଠକ,…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?