ଜୟଲଳିଥାଙ୍କ ବାୟୋପିକ୍‌ର ପ୍ରଥମ ପୋଷ୍ଟର ରିଲିଜ୍‌, ଟ୍ରୋଲ୍‌ ହେଉଛି କଙ୍ଗନାଙ୍କ ଲୁକ୍‌

କଙ୍ଗନା ରଣାଓ୍ବତ୍‌ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଅଭିନେତ୍ରୀ ଜୟଲଳିଥାଙ୍କ ବାୟୋପିକ୍‌ରେ ନଜର ଆସିବେ। ଶନିବାର ଏହାର ପ୍ରଥମ ପୋଷ୍ଟର ରିଲିଜ୍‌ ହୋଇଛି। ପୋଷ୍ଟର ରିଲିଜ୍‌ ପରେ କଙ୍ଗନାଙ୍କ ଲୁକ୍‌କୁ ଟ୍ରୋଲ୍‌ କରାଯାଉଛି। ଏହା ସହିତ ଏକ ଟ୍ରିଜର ମଧ୍ୟ ଭାଇରାଲ ହୋଇଛି। ଏଥିରେ କଙ୍ଗନାଙ୍କ ଲୁକ୍‌ର ଝଲକ ଦେଖିବାକୁ ମିଳିଛି।
ଟ୍ରେଡ୍‌ ଆନାଲିଷ୍ଟ ତରଣ ଆଦର୍ଶ ଫିଲ୍ମର ଫାଷ୍ଟ ଲୁକ୍‌ ସୋସିଆଲ ମିଡିଆରେ ଶେୟାର କରିଛନ୍ତି, ଯେଉଁଥିରେ ଜୟଲଳିଥାଙ୍କ ଭୂମିକାରେ କଙ୍ଗନା ଅଭିନୟ କରୁଛନ୍ତି। ସେ ଜୟଲଳିଥାଙ୍କ ପରି ସବୁଜ ରଙ୍ଗର ଏକ ଶାଢ଼ି ପିନ୍ଧିଛନ୍ତି। ଫଟୋ ଶେୟାର କରି ତରଣ ଲେଖିଛନ୍ତି, ଜୟଲଳିଥାଙ୍କ ବାୟୋପିକ୍‌ର ପ୍ରଥମ ଝଲକ। ମୁଖ୍ୟ ଭୂମିକାରେ କଙ୍ଗନା ରଣାଓ୍ବତ୍‌। ବିଷ୍ଣୁ ଇନ୍ଦୁରୀ, ଶୈଳେଶ ସିଂହ ଏହାକୁ ନିର୍ମାଣ କରିଥିବା ବେଳେ ନିର୍ଦ୍ଦେଶନା ଦେଇଛନ୍ତି ବିଜୟ। ଫିଲ୍ମଟି ୨୦ ଜୁନ୍‌ ୨୦୨୦ରେ ରିଲିଜ୍‌ ହେବ।

 

ତେବେ କିଛି ପ୍ରଶଂସକ କଙ୍ଗନାଙ୍କ ଲୁକ୍‌ ଦେଖି ଟ୍ରୋଲ ବି କରିଛନ୍ତି। ଜଣେ ୟୁଜର ଲେଖିଛନ୍ତି, ଆନିମେଶନ ବେକାର ହୋଇଛି। ଆଉ ଜଣେ ଲେଖିଛନ୍ତି, ଯେମିତି ଏକ କଣ୍ଢେଇକୁ ଠିଆ କରିଦେଇଛନ୍ତି। କିଛି ୟୁଜର କାର୍ଟୁନ କହୁଥିବାବେଳେ ଆଉ କିଛି ଜୟଲଳିଥାଙ୍କୁ ଅପମାନିତ କରାଯାଇଛି ବୋଲି ଲେଖିଛନ୍ତି।

https://www.facebook.com/DharitriNews/videos/420192042224854/


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri