ଜୟଲଳିଥାଙ୍କ ବାୟୋପିକ ପାଇଁ ବହୁ କଷ୍ଟ କରୁଛନ୍ତି କଙ୍ଗନା

ମୁମ୍ବାଇ: ବଲିଉଡ୍‌ କୁଇନ କଙ୍ଗନା ରନାଓ୍ବତ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିଥାଙ୍କ ଜୀବନି ଉପରେ ଆଧାରିତ ହୋଇଥିବା ବାୟୋପିକ ‘ଥଲାଭି’ରେ ନଜର ଆସିବେ। ଜୟଲଳିଥାଙ୍କ ଭଳି ଦେଖାଯିବା ଓ ତାଙ୍କ ଚରିତ୍ରକୁ ଆପଣାଇବାକୁ ସେ ବହୁ ପରିଶ୍ରମ କରୁଛନ୍ତି। ଏଥିପାଇଁ ସେ ହଲିଉଡର ଏକ୍ସପର୍ଟ ଜେସନ କୋଲିନ୍ସଙ୍କ ସହ ବିଭିନ୍ନ ପ୍ରକାରର ଲୁକ୍‌ ଟେଷ୍ଟ ଦେଉଥିବା ଦେଖିବାକୁ ମିଳିଛି। ଏନେଇ କଙ୍ଗନା ନିଜ ଇନ୍‌ଷ୍ଟାଗ୍ରାମରେ କିଛି ଫଟୋ ଶେୟାର କରିଛନ୍ତି। ଏହି ଫଟୋକୁ ଦେଖିଲେ କଙ୍ଗନାଙ୍କୁ ଜମା ଚିହ୍ନି ହେଉନି। ଜୟଲଳିଥାଙ୍କ ଭଳି ଦେଖାଯିବା ପାଇଁ କଙ୍ଗନା ପ୍ରୋସ୍ଥେଟିକ୍‌ ମେକ୍‌ଅପ୍‌ର ସାହାଯ୍ୟ ନେବେ। ଆଉ ଏଥିପାଇଁ ସେ ଲୁକ୍‌ ଟେଷ୍ଟ ଦେବାକୁ ଦୁଇ ଦିନ ପୂର୍ବରୁ ଲସ ଏଞ୍ଜେଲେସ୍‌ ଯାଇଥିବା ଜଣାପଡ଼ିଛି। ଏ.ଏଲ୍‌. ବିଜୟଙ୍କ ନିର୍ଦ୍ଦେଶତି ଏହି ଫିଲ୍ମକୁ ତାମିଲ, ତେଲଗୁ ଓ ହିନ୍ଦୀରେ ରିଲିଜ କରାଯିବ। ତାମିଲରେ ‘ଥଲାଭି’ ଓ ହିନ୍ଦୀରେ ‘ଜୟା’ ନାମରେ ଏହି ଫିଲ୍ମକୁ ରିଲିଜ୍‌ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ଆରମ୍ଭରୁ ଏହି ୩ ରାଶିଙ୍କ ଉପରେ ବିପଦ! ଶନି-ଶୁକ୍ରଙ୍କ ଷଡ଼ାଷ୍ଟକ ଯୋଗ କରିବ ସର୍ବନାଶ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୨ ସେପ୍ଟେମ୍ବରରେ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ କରିବେ। ଶୁକ୍ର କନ୍ୟା ରାଶିରୁ ବାହାରି ତୁଳା ରାଶିରେ ଗୋଚର କରିବେ। ଅନ୍ୟପଟେ…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ସରକାରୀ ବସ୍‌ରେ ଖୋଲାମେଲାରେ ଯାତାୟାତ କରୁଛନ୍ତି ଯାତ୍ରୀ: ଅଭିଯୋଗ ଆଣିଲେ ଯୁବ ସମାଜସେବୀ

ଦାରିଙ୍ଗବାଡି, ୩୧।୮(ଅରୁଣ ସାହୁ):ଗଞ୍ଜାମର ବ୍ରହ୍ମପୁରରୁ କନ୍ଧମାଳ ଜିଲା ବାଲିଗୁଡାକୁ ଦାରିଙ୍ଗବାଡି ଦେଇ ସରକାରୀ ବସ ଚଳାଚଳ କରୁଛି। ଏହି ଯାତ୍ରୀବାହୀ ବସର ଡୋର ଗ୍ଲାସଟି ଭାଙ୍ଗି ଯାଇଥିବାରୁ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ: ସେପ୍ଟେମ୍ବର ପ୍ରଥମରୁ ଏହି ୩ ରାଶିଙ୍କ ସୁବର୍ଣ୍ଣ ଦିନ ଆରମ୍ଭ! ମନଚାହାଁ ଫଳ ମିଳିବ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଗୋଚର ଏବଂ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱ ଦିଆଯାଏ। ଆସନ୍ତା ୨ ସେପ୍ଟେମ୍ବର ୨୦୨୬, ଦିନ ୧ଟା ୨୫ ମିନିଟରେ ମଙ୍ଗଳ ପୁନର୍ବସୁ…

ଟିଚ୍‌ କନ୍ଧମାଳ: ଲାଲ ବାହାଦୁର ବିଦ୍ୟାପୀଠରେ ପାଠ ପଢ଼ାଇଲେ ବିଡିଓ ପ୍ରୀତିରଞ୍ଜନ, ସିଆଙ୍ଗବାଲିରେ ଉପଜିଲାପାଳ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ରେ ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ଜିଲାର ବିଭିନ୍ନ ବିଭାଗର…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri