ଜୟଲଲିଥାଙ୍କ ୭୨ତମ ଜନ୍ମଦିନ ଅବସରରେ ଥାଲାଇବିର ନୂଆ ଲୁକ୍‌ ଶେୟାର କଲେ କଙ୍ଗନା

ମୁମ୍ବାଇ: ତାମିଲନାଡୁର ଦିବଙ୍ଗତ ମୁଖ୍ୟମନ୍ତ୍ରୀ ସ୍ବର୍ଗତା ଜୟଲଲିଥାଙ୍କ ସୋମବାର ୭୨ତମ ଜନ୍ମଦିନ। ଏହି ଅବସରରେ ବଲିଉଡ୍‌ କୁଇନ କଙ୍ଗନା ରଣାଓ୍ବତ ତାଙ୍କର ଅପ୍‌ କମିଂ ଫିଲ୍ମ ‘ଥାଲାଇବି’ରେ ଥିବା ତାଙ୍କ ଆଉ ଏକ ଲୁକ୍‌କୁ ଶେୟାର କରିଛନ୍ତି। ଏନେଇ ଇନ୍‌ଷ୍ଟାଗ୍ରାମ୍‌ରେ ସେ ଏକ ଫଟୋ ଶେୟାର କରିଛନ୍ତି। ରାଜନୀତିରେ ଆସିବା ପରେ ତାଙ୍କର ଲୁକ୍‌କୁ ଶେୟାର କରାଯାଇଛି। ଏଥିରେ କଙ୍ଗନା ଅବିକଳ ଜୟଲଳିଥାଙ୍କ ଯୁବବସ୍ଥା ସମୟର ଭଳି ଦେଖାଯାଉଥିବା ବେଳେ ଶାଢ଼ୀରେ ନଜର ଆସିଛନ୍ତି। ଏ.ଏଲ୍‌ ବିଜୟଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଜୟଲଲିଥାଙ୍କ ଜୀବନି ଉପରେ ଆଧାରିତ ହୋଇଛି। ଥାଲାଇବିରେ ଥିବା ଚରିତ୍ରକୁ ଜୀବନ୍ତ କରିବା ପାଇଁ କଙ୍ଗନା ବହୁ ପରିଶ୍ରମ କରୁଛନ୍ତି। ଏହି ଫିଲ୍ମ ତାଙ୍କ ପାଇଁ ଏକ ଚ୍ୟାଲେଞ୍ଜ ପାଲଟିଛି। ଅପରପକ୍ଷେ ଉକ୍ତ ଫିଲ୍ମ ଜୁନ୍‌ ୨୬ରେ ତାମିଲ, ହିନ୍ଦୀ ଓ ତେଲଗୁରେ ରିଲିଜ୍‌ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri