Posted inଜାତୀୟ

ଜୟ ଶ୍ରୀରାମ’ ନ କହିବାରୁ ମୁସ୍‌ଲିମ ଡ୍ରାଇଭରଙ୍କୁ ମାଡ଼

ଠାଣେ,୨୮।୬: ମହାରାଷ୍ଟ୍ରରେ ଜଣେ ମୁସଲ୍‌ମାନ ଗାଡ଼ିଚାଳକଙ୍କୁ ‘ଜୟ ଶ୍ରୀରାମ’ ଉଚ୍ଚାରଣ କରିବାକୁ କହି ସ୍ଥାନୀୟ ଯୁବକମାନେ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଥିବାବେଳେ ଜଣେ ଫେରାର ଥିବା ଜଣାପଡ଼ିଛି। ଅଭିଯୋଗକାରୀ ଫୈଜଲ ଗାଡ଼ିରେ କେତେଜଣ ଯାତ୍ରୀଙ୍କୁ ନେଇ ଡିଭା ଅଭିମୁଖେ ଯାଇଥିଲେ। ସେଠାରୁ ଫେରିବା ପରେ ବାଟରେ ୪ ଯୁବକ ତାଙ୍କୁ ଅଟକାଇବା ସହ ‘ଜୟ ଶ୍ରୀରାମ’ କହିବାକୁ ବାଧ୍ୟ କରି ମାଡ଼ ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁରକୁ ବାଡ଼େଇବାରୁ ଭାଙ୍ଗିଗଲା ବାହାଘର: ଜାଣନ୍ତୁ ରୋଚକ ଘଟଣା

ଲକ୍ଷ୍ନୌ,୨୧ା୨:କନ୍ୟା ଓ ବରପକ୍ଷ ମଧ୍ୟରେ ବିଭିନ୍ନ କାରଣକୁ ନେଇ ବିବାଦ ହେବା ପରେ ବାହାଘର ଭାଙ୍ଗିଯିବାର ନଜିର ରହିଛି। କିନ୍ତୁ ଉତ୍ତରପ୍ରଦେଶରେ ଏକ ସଦ୍ୟତମ ଘଟଣାରେ ଯେଉଁ…

ଖୋଲା ଦେହରେ ଯୁବ କଂଗ୍ରେସର ବିକ୍ଷୋଭ

ନୂଆଦିଲ୍ଲୀ,୨୧ା୨: ଦିଲ୍ଲୀ ଭାରତ ମଣ୍ଡପମ୍‌ଠାରେ ଚାଲିଥିବା ଇଣ୍ଡିଆ ଏଆଇ ସମିଟ୍‌ ସ୍ଥଳରେ ଶୁକ୍ରବାର ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି । ଶନିବାର ଏହି ସମିଟ୍‌ର ଶେଷ…

ଝିଅର ଟିକ୍‌ଟକ୍‌ ନିଶା, ୫୧ ଲକ୍ଷର ବିଲ୍‌ ଗଣିଲେ ଦମ୍ପତି

ଲଣ୍ଡନ,୨୧।୨: ମୋବାଇଲ ଫୋନ୍‌ରେ ଟିକ୍‌ଟକ୍‌ ଦେଖିବାକୁ ୫୧ ଲକ୍ଷ ଟଙ୍କାର ବିଲ୍‌ ଭରିବା କଥା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି କଥା ଆଶ୍ଚର୍ଯ୍ୟ ଲାଗୁ ଥିଲେ…

ସୁପ୍ରିମକୋର୍ଟଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ବ୍ୟାକଅପ୍ ପ୍ଲାନ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୧।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ସୁପ୍ରିମକୋର୍ଟଙ୍କ ଶୁଳ୍କ ଉପରେ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ କୋର୍ଟଙ୍କ ନିଷ୍ପତ୍ତି ନିରାଶାଜନକ।…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri