Posted inଜାତୀୟ

‘ଜୟ ଶ୍ରୀରାମ’ ସ୍ଲୋଗାନ ଲୋକଙ୍କୁ ଆଘାତ ଦେବା ପାଇଁ ବ୍ୟବହାର କରାଯାଉଛି: ଅମର୍ତ୍ତ୍ୟ ସେନ୍‌

କୋଲକାତା,୬।୭: ନୋବେଲ ପୁରସ୍କାର ବିଜେତା ଅମର୍ତ୍ତ୍ୟ ସେନ୍‌ ଶୁକ୍ରବାର କହିଛନ୍ତି, ଏବେ ‘ଜୟ ଶ୍ରୀରାମ’ ସ୍ଲୋଗାନ କେବଳ ଲୋକଙ୍କୁ ଆଘାତ ଦେବା ପାଇଁ ବ୍ୟବହାର କରାଯାଉଛି। କାରଣ ଏହାର ବେଙ୍ଗଲି ପରମ୍ପରା ସହ କୌଣସି ସମ୍ପର୍କ ନାହିଁ। ଜାଦବପୁର ବିଶ୍ୱବିଦ୍ୟାଳୟରେ ଉଦ୍‌ବୋଧନ ଦେବା ଅମସରରେ ସେନ୍‌ ଏହା କହିଛନ୍ତି। ସେ କହିଛନ୍ତି କୋଲକତାରେ ସେ ପୂର୍ବରୁ କେବେ ‘ଜୟ ଶ୍ରୀରାମ’ ସ୍ଲୋଗାନ ଶୁଣି ନ ଥିଲେ ବା ରାଜ୍ୟରେ ରାମ ନବମୀ ପାଳନ ହେବା ଦେଖି ନ ଥିଲେ। ସେନ୍‌ଙ୍କ କହିବା କଥା ହେଲା ସେ ତାଙ୍କ ୪ ବର୍ଷର ନାତି ବା ନାତୁଣୀଙ୍କୁ ଯେତେବେଳେ ପଚାରିଲେ ତୁମର ପ୍ରିୟ ଦେବତା କିଏ ବୋଲି ଉତ୍ତର ପାଇଥିଲେ ମା’ଦୁର୍ଗା। ତେଣୁ ଦୁର୍ଗାଙ୍କୁ କେବେ ରାମ ନବମୀ ସହ ତୁଳନା କରାଯାଇ ନ ପାରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri