ଜାମ୍ପାଙ୍କୁ ଭର୍ତ୍ସନା

ନଟିଂହାମ,୭।୬(ପିଟି)- ଅଷ୍ଟ୍ରେଲିଆନ ଲେଗ୍‌ ସ୍ପିନର ଆଡାମ୍‌ ଜାମ୍ପାଙ୍କୁ ଆଇସିସି ପକ୍ଷରୁ ଭର୍ତ୍ସନା କରାଯାଇଛି। ଏଥିସହ ଖେଳାଳିଙ୍କ ଲାଗି ଉଦ୍ଦିଷ୍ଟ ନିୟମ ଭଙ୍ଗ କରିବା ପାଇଁ ତାଙ୍କୁ ଏକ ନେଗେଟିଭ ପଏଣ୍ଟ ପ୍ରଦାନ କରାଯାଇଛି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ପ୍ରତିପକ୍ଷ ଖେଳାଳିଙ୍କୁ ଗାଳି ଦେଇଥିବା ଶୁଣିବାକୁ ମିଳିଥିଲା। ଏହି ଘଟଣା ୨୯ତମ ଓଭରରେ ଓ୍ବେଷ୍ଟଇଣ୍ଡିଜ ଦଳ ବ୍ୟାଟିଂ କରୁଥିବାବେଳେ ଘଟିଥିଲା। ସେ ଯେଉଁ ଗାଳି ଦେଇଥିଲେ, ତାହା ଫିଲ୍ଡ ଅମ୍ପାୟର ଶୁଣିଥିଲେ। ମ୍ୟାଚ୍‌ ପରେ ସେ ଦୋଷ ସ୍ବୀକାର କରି ନେଇଛନ୍ତି। ଏଣୁ ଏହି ଘଟଣାର କୌଣସି ତଦନ୍ତ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ବୈଭବ ସୁର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ପକ୍କା? ବହୁ ଆଗରୁ ଫ୍ୟାନ ହୋଇସାରିଛନ୍ତି କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୮।୫: ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଶେୟାର କରିଛନ୍ତି। ହାଇଦ୍ରାବାଦ ବିପକ୍ଷରେ ଏଲିମିନେଟର ମ୍ୟାଚରେ ରାଜସ୍ଥାନ ରୟାଲ୍ସ…

ମାତ୍ର ୩ ଶବ୍ଦରେ ଜବାବ ଦେଲେ ବୈଭବ

ନୂଆଦିଲ୍ଲୀ,୨୮।୫: IPL 2026 ଏଲିମିନେଟର ମ୍ୟାଚ ସମୟରେ ସମଗ୍ର ବିଶ୍ୱ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଚମତ୍କାରିତା ଦେଖିଥିଲା। ବୈଭବ ମାତ୍ର 29 ବଲରେ 97 ରନ କରିଥିଲେ,…

Vaibhav Suryavanshi Car Collection: ଲାଇସେନ୍ସ ବିନା ମଧ୍ୟ, ବୈଭବଙ୍କ ପାଖରେ ରହିଛି ବହୁ ମୂଲ୍ୟବାନ କାର କଲେକ୍ସନ, ଦାମ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୨୮।୫: ବର୍ତ୍ତମାନ କ୍ରିକେଟ ଜଗତରେ କେବଳ ଗୋଟିଏ ନାମ ପ୍ରାଧାନ୍ୟ ବିସ୍ତାର କରୁଛି, ଏବଂ ସେହି ନାମଟି ଆଉ କାହାରି ନୁହେଁ ବରଂ ୧୫ ବର୍ଷୀୟ ବାମହାତୀ…

ଆଉଟ୍‌ ହେବା ପରେ କାହାକୁ ଗାଳି ଦେଲେ ବୈଭବ ସୂର୍ଯ୍ୟବଂଶୀ? ଚମକାଉଛି Video

ନୂଆଦିଲ୍ଲୀ,୨୮।୫: ଆଇପିଏଲ୍‌ ୨୦୨୬ର ଏଲିମିନେଟର୍‌ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ଏକତରଫା ଭାବେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ଏହି ମ୍ୟାଚ୍‌ରେ ରାଜସ୍ଥାନର ବିଜୟର ହିରୋ ସାଜିଛନ୍ତି ୧୫…

ବୈଭବ ସୂର୍ଯ୍ୟବଂଶୀ ନଂ-୧, ଟପ୍‌-୫ ଦୌଡ଼ରୁ ବାହାରିଲେ କୋହଲି, ଓରେଞ୍ଜ କ୍ୟାପ କବ୍‌ଜା କରିନେଲେ…

ନୂଆଦିଲ୍ଲୀ, ୨୮।୫: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଶେଷ ହେବାକୁ ଯାଉଛି। ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଫାଇନାଲରେ ପହଞ୍ଚିଛି, ଏବଂ ଦ୍ୱିତୀୟ ଫାଇନାଲିଷ୍ଟ…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri