ଝାଡ଼କୁସୁମି ଗ୍ରାମରେ ପାନୀୟ ଜଳ ସମସ୍ୟା: ୨୬ନଂ ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ, କଳାହାଣ୍ଡି-ନବରଙ୍ଗପୁରକୁ ଯାତାୟାତ ଠପ୍‌

ପାପଡ଼ାହାଣ୍ଡି,୧୬।୫(ଡି.ଏନ୍‌.ଏ.): ପାନୀୟ ଜଳ ସମସ୍ୟା ନେଇ ଗୁରୁବାର ପାପଡ଼ାହାଣ୍ଡି ବ୍ଲକ ଝାଡ଼କୁସୁମି ଗ୍ରାମବାସୀ ୨୬ନଂ ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ଫଳରେ କଳାହାଣ୍ଡିଠାରୁ ନବରଙ୍ଗପୁର ଜିଲାକୁ ଯାତାୟାତ ସମ୍ପୂର୍ଣ୍ଣ ରୂପେ ବନ୍ଦ ରହିଛି।
ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଉକ୍ତ ଗ୍ରାମରେ ମୋଟ ୬ଟି ନଳକୂପ ଥିବା ବେଳେ ସବୁଥିରୁ ପାଣି କମ୍‌ ବାହାରୁଛି। ଫଳରେ ଖରାଦିନେ ପିଇବା ପାଣି ସମସ୍ୟା ସୃଷ୍ଟି ହୋଇଛି। ଏ ନେଇ ଗତ ୪ ତାରିଖରେ ସ୍ଥାନୀୟ ବିଡିଓ, ତହସିଲଦାର ଓ ଆଇଆଇସିଙ୍କୁ ଲିଖିତ ଆକାରରେ ସେମାନେ ଜଣାଇଥିଲେ। ହେଲେ ଏଯାବତ୍‌ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିବାରୁ ୩ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ ରାସ୍ତା ଅବରୋଧ ଲାଗି ବାଧ୍ୟ ହୋଇଥିବା ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ଓଲଟି ପଡିଲା ଟ୍ରାକ୍ଟର, ତଳେ ଚାପି ହୋଇ ଡ୍ରାଇଭରଙ୍କ ମୃତ୍ୟୁ

ରାୟଗଡା,୨୦।୫( ସୁଜାତା ପାଢ଼ୀ): ରାୟଗଡା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ମୁନିସିଂ ଛକ ନିଟରେ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ…

କାଳବୈଶାଖୀରେ ଉଡ଼ିଗଲା ଛପର, ପଡ଼ୋଶୀ ଘରେ ଆଶ୍ରୟ ନେଲେ ପରିବାର

କଲ୍ୟାଣସିଂହପୁର ,୧୯।୫ (ଦୀପକ କୁମାର ପରିଡା): କାଳବୈଶାଖୀର ପ୍ରଭାବରେ କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀନଗର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ପ୍ରମିଳା ନାୟକଙ୍କ…

ଜଙ୍ଗଲରେ ଲୁଚାଇ ରଖିଥିଲେ ୪୫ ପିଆଶାଳ ପଟା: ମାଡ଼ିବସିଲା…

ଗୁଡ଼ାରି,୧୯।୫ (ପ୍ରମୋଦ କୁମାର ପତି ) ରାୟଗଡା ଜିଲା ଗୁଡ଼ାରି ରେଞ୍ଜ କର୍ମଚାରୀମାନେ ପେଣ୍ଡିଲି ଗ୍ରାମ ପଞ୍ଚାୟତର ମନ୍ତରଝୋଲି ଗ୍ରାମ ନିକଟସ୍ଥ ଜଙ୍ଗଲରୁ ୪୫ଟି ପିଆଶାଳ ପଟା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା…

ରାୟଗଡ଼ା ଲିଙ୍ଗମଝୋଲା ଗାଁରେ ହାତୀ ଉପଦ୍ରବ: ଘର ଭାଙ୍ଗିଲେ, ଲେକେ ଦୌଡ଼ିଲେ

କଲ୍ୟାଣସିଂହପୁର, ୧୭।୫ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ପାର୍ସଲି ପଞ୍ଚାୟତର ଲିଙ୍ଗମଝୋଲା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ରାତି ଅଧରେ ଏକ ୧୦ଟିକିଆ…

ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ରାୟଗଡ଼ା,୧୬ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri