ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ପ୍ରଥମ ପ୍ରର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ

ରାଞ୍ଚି,୩୦।୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶନିବାର ପ୍ରଥମ ପ୍ରର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ପ୍ରଥମ ପ୍ରର୍ଯ୍ୟାୟରେ ୩୭ ଲକ୍ଷ ୮୩ ହଜାର ୫୫ ଭୋଟର ୧୮୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଏହି ପ୍ରର୍ଯ୍ୟାୟରେ ୬ଟି ଜିଲାର ୧୩ଟି ବିଧାନସଭା ଆସନ ପାଇଁ ମତଦାନ ଜାରି ରହିଛି। ମାଓବାଦୀ ପ୍ରଭାବିତ ଏହି ଅଞ୍ଚଳରେ ଅପରାହ୍ନ ୩ ଟା ପର୍ଯ୍ୟନ୍ତ ମତଦାନ କରାଯିବ। ଏଠାରେ ଦ୍ୱିତୀୟ ପ୍ରର୍ଯ୍ୟାୟ ମତଦାନ ଡିସେମ୍ବର ୭ରେ ସମ୍ପନ୍ନ ହେବ। ସେହିପରି ତୃତୀୟ ପ୍ରର୍ଯ୍ୟାୟ ମତଦାନ ଡିସେମ୍ବର ୧୨, ଚତୁର୍ଥ ପର୍ଯ୍ୟାୟ ଡିସେମ୍ବର ୧୬ ଏବଂ ପଞ୍ଚମ ପ୍ରର୍ଯ୍ୟାୟ ମତଦାନ ଡିସେମ୍ବର ୨୦ରେ ହେବ। ନିର୍ବାଚନ ଫଳାଫଳ ଡିସେମ୍ବର ୨୩ରେ ପ୍ରକାଶ ପାଇବ। ସୂଚନାଯୋଗ୍ୟ, ଝାଡ଼ଖଣ୍ଡ ବିଧାନସଭା ଆସନ ସଂଖ୍ୟା ୮୧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri