ଝାରସୁଗୁଡ଼ାରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୮

ଝାରସୁଗୁଡ଼ା ଅଫିସ,୧୫।୬: ଝାରସୁଗୁଡାରେ ସୋମବାର ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ୯ ଜଣ ସୁସ୍ଥ ହୋଇଥିବା ବେଳେ ୯ ଜଣ ଚିକତ୍କାଧୀନ ଅଛନ୍ତି। ଏ ନେଇ ଜିଲାପାଳ ସରୋଜ କୁମାର ସାମଲ ଟୁଇଟ୍‌କରି ସୂଚନା ଦେଇଛନ୍ତି।
ତେବେ ନୂଆ ଆକ୍ରାନ୍ତ ଜଣେ ମହିଳା। ସେ ଗତ ୬ ତାରିଖରେ ଗୁରଗାଓଁରୁ ଦିଲ୍ଲୀ ଦେଇ ଭୁବନେଶ୍ୱର ଓ ପରେ ଝାରସୁଗୁଡା ଜିଲା ବ୍ରଜରାଜନଗରରେ ପହଞ୍ଚିଥିଲେ। ପରେ ସେ ହୋମ୍‌ କ୍ୱାରାଣ୍ଟାଇନରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?