Posted inଖେଳ

ଝିଅକୁ ଜିଦିଆ କହିଲେ ଗାଙ୍ଗୁଲି, ମିଳିଲା ଏମିତି ଉତ୍ତର

କୋଲକାତା, ୨୫।୧୧: ବିସିସିଆଇ ଅଧ୍ୟକ୍ଷ ହେବା ପରେ ସୌରଭ ଗାଙ୍ଗୁଲି ଭାରତୀୟ କ୍ରିକେଟରେ ନୂଆ ପରିବର୍ତ୍ତନ ଆଣୁଛନ୍ତି। ଏବେ ପ୍ରଥମଥର ଥର ପାଇଁ ଭାରତରେ ପିଙ୍କ୍‌ ବଲ୍‌ ଟେଷ୍ଟ ସଫଳତାର ସହ ଆୟୋଜନ କରାଯାଇଥିଲା। ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ଏହି ମ୍ୟାଚ୍‌କୁ ଅଭୁଲା ରଖିବା ପାଇଁ ପ୍ରସିଦ୍ଧ କ୍ରିକେଟରଙ୍କଠାରୁ ଆରମ୍ଭ କରି ସେଲିବ୍ରିଟି ପର୍ଯ୍ୟନ୍ତ ସମସ୍ତଙ୍କୁ ଷ୍ଟାଡିୟମକୁ ଆମନ୍ତ୍ରଣ କରିଥିଲେ ଗାଙ୍ଗୁଲି। ଭାରତ ପ୍ରଥମ ପିଙ୍କ୍‌ ବଲ୍‌ ଟେଷ୍ଟ ବିଜୟ ହାସଲ କରିଥିଲା। ମ୍ୟାଚ୍‌ ପରେ ଅଧିନାୟକ ବିରାଟ କୋହଲିଙ୍କୁ ଟ୍ରଫି ଦେବା ଅବସରରେ ଗାଙ୍ଗୁଲି କୌଣସି କାରଣରୁ ରାଗିବା ଭଳି ଦେଖିାଯାଉଥିଲେ। ଏହି ଫଟୋ ଇନଷ୍ଟାଗ୍ରାମରେ ପୋଷ୍ଟ ହେବା ପରେ ଗାଙ୍ଗୁଲିଙ୍କ ରାଗକୁ ଧରିନେଇଥିଲେ ଝିଅ ସାନା। କମେଣ୍ଟ ଦେଇ ସେ କହିଥିଲେ, ଏମିତି କ’ଣ ଘଟିଲା ଯାହା ତୁମକୁ ପସନ୍ଦ ଆସିଲାନି। ଏହାର ଜବାବରେ ଗାଙ୍ଗୁଲି କହିଥିଲେ ଦିନକୁ ଦିନ ତୁମ ଜିଦିଆ ହେବା ମୋତେ ପସନ୍ଦ ଆସୁନି। ସାନା ତତ୍‌କ୍ଷଣାତ୍‌ ସେସବୁ ମୁଁ ତୁମଠୁ ଶିଖୁଛି ବୋଲି କହିଥିଲେ। ଏବେ ଗାଙ୍ଗୁଲି ଚୁପ୍‌। ସେ ଆଉ କୌଣସି ଉତ୍ତର ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri