ଟଙ୍କା ଚୋରି ନେଇ ୨ ଶିଶୁପୁତ୍ରଙ୍କୁ ମାରି ଦେବାକୁ ନିଶାଶକ୍ତ ବାପାଙ୍କ ଉଦ୍ୟମ: ଗ୍ରାମବାସୀ ଦ୍ୱାରା ଶିଶୁପୁତ୍ର ଉଦ୍ଧାର

ଭୋଗରାଇ,୪।୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ଜାରାମପୁର ଗ୍ରାମରେ ରବିବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଟଙ୍କା ଚୋରି ଅଭିଯୋଗରେ ନିଶାଗ୍ରସ୍ତ ବାପା ଚାରି ଓ ଆଠ ବର୍ଷର ୨ ଶିଶୁପୁତ୍ରକୁ ମାରିବାକୁ ଉଦ୍ୟମ କରୁଥିବା ବେଳେ ଗ୍ରାମବାସୀଙ୍କ ଦ୍ୱାରା ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି l ଖବରପାଇ ଭୋଗରାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁଇ ଶିଶୁପୁତ୍ର ଓ ନିଶାଗ୍ରସ୍ତ ବାପାଙ୍କୁ ଥାନାକୁ ଆଣି ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?