ଟଙ୍କା ଦ୍ୱାରା ବି କରୋନା ସଂକ୍ରମଣ ଆଶଙ୍କା: ଡିଜିଟାଲ କାରବାର ପରାମର୍ଶ ଦେଲା ଆରବିଆଇ

ନୂଆଦିଲ୍ଲୀ,୧୮।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ପକ୍ଷରୁ ଡିଜିଟାଲ କାରବାର କରିବା ପାଇଁ ପରାମର୍ଶ ଦିଆଯାଇଛି। ଟଙ୍କା ଏବଂ କଏନ୍‌ ଦ୍ୱାରା କରୋନା ସଂକ୍ରମଣ ହେବାର ଆଶଙ୍କା ଯଥେଷ୍ଟ ରହିଛି। ତେବେ ଏହାକୁ ରୋକିବା ଲାଗି ଡିଜିଟାଲ କାରବାର କରାଗଲେ ସୁରକ୍ଷିତ ବୋଲି ଆରବିଆଇ ପକ୍ଷରୁ କୁହାଯାଇଛି। ଚାଇନା, ଜାପାନ, ଇଟାଲୀ ଆଦିରେ ବ୍ୟାଙ୍କରୁ ମିଳୁଥିବା ଟଙ୍କା ଦ୍ୱାରା କରୋନା ଭୂତାଣୁ ସଂକ୍ରମଣ ହୋଇଥିବା ଜଣାପଡ଼ିବା ପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପୃଥିବୀର ସମସ୍ତ କେନ୍ଦ୍ରୀୟ ବ୍ୟାଙ୍କ ଗୁଡ଼ିକ ଲାଗି ମାର୍ଗଦର୍ଶିକା ଜାରି କରାଯାଇଛି। ଲୋକଙ୍କୁ ନଗଦ କାରବାର ବନ୍ଦ କରି ଡିଜିଟାଲ କାରବାର କରିବାକୁ ପରାମର୍ଶ ଦେବା ଲାଗି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କେନ୍ଦ୍ରୀୟ ବ୍ୟାଙ୍କଗୁଡ଼ିକୁ ସଚେତନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 Mini Auction: ୩୫୦ରୁ ଅଧିକ ଖେଳାଳି, ୭୭ସ୍ଲଟ, KKR-CSK ନିକଟରେ ସବୁଠାରୁ ବଡ଼ ବଜେଟ

ନୂଆଦିଲ୍ଲୀ,୧୬।୧୨: ମଙ୍ଗଳବାର ଡିସେମ୍ବର ୧୬, ୨୦୨୫ରେ ଆବୁଧାବିର ଏତିହାଦ ଆରେନାରେ ଅପରାହ୍ନ ୨ଟା ୩୦ ସମୟରେ ହେବାକୁ ଥିବା ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ...

National Herald Case: ସୋନିଆ-ରାହୁଲଙ୍କୁ ଆଶ୍ୱସ୍ତି, କୋର୍ଟ କହିଲେ…

ନୂଆଦିଲ୍ଲୀ,୧୬।୧୨: ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଅନ୍ୟମାନଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି । ରାଉଜ୍ ଆଭେନ୍ୟୁ...

IPL 2026 ନିଲାମିର ଠିକ ପୂର୍ବରୁ BCCI କଲା ଫାଇନାଲ ଲିଷ୍ଟ, ସାମିଲ କଲା ଏହି ୧୯ ଖେଳାଳିଙ୍କୁ

ନୂଆଦିଲ୍ଲୀ,୧୬।୧୨: ମଙ୍ଗଳବାର IPL 2026 ନିଲାମ, ବା ମିନି-ନିଲାମ, ବହୁତ ରୋମାଞ୍ଚକର ହେବାକୁ ଯାଉଛି। କୋଲକାତା ନାଇଟ ରାଇଡର୍ସ ଏବଂ ଚେନ୍ନାଇ ସୁପର କିଙ୍ଗସର ମିଳିତ...

୪୦ ବର୍ଷ ପରେ ମହିଳାଙ୍କ କାହିଁକି ଅଧିକ କେଶ ଝଡ଼େ? ଜାଣନ୍ତୁ ପ୍ରତିକାର

ପୁରୁଷ ହେଉ କି ମହିଳା, କେଶ ଝଡ଼ିବା ଏକ ସାଧାରଣ ସମସ୍ୟା। ତଥାପି ୪୦ ବର୍ଷ ବୟସ ପରେ ମହିଳାମାନଙ୍କର କେଶ ଝଡ଼ିବାର ସମ୍ଭାବନା ଅଧିକ...

VIDEO: ଆତଙ୍କବାଦୀଙ୍କୁ କାବୁ କରିଥିବା ଅହମ୍ମଦଙ୍କୁ ‘ଅଷ୍ଟ୍ରେଲିଆର ପ୍ରକୃତ ହିରୋ’ ବୋଲି କହିଲେ ପ୍ରଧାନମନ୍ତ୍ରୀ ଆଲବାନିଜ୍‌

ସିଡନୀ,୧୬।୧୨: ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଗୁଳିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୪୦ରୁ ଅଧିକ ଆହତ ହୋଇଛନ୍ତି। ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆଣ୍ଟୋନି...

ଜେଲ ଯିବେ ୧୯୯୬ ବିଶ୍ୱ କପ ବିଜେତା, ଭାରତର ପଡ଼ୋଶୀ ଦେଶ କରିବ…

କଲମ୍ବୋ,୧୬।୧୨: ସୋମବାର ଏକ କୋର୍ଟକୁ ସୂଚନା ଦିଆଯାଇଛି ଯେ ଶ୍ରୀଲଙ୍କା କର୍ତ୍ତୃପକ୍ଷ ବିଶ୍ୱକପ ବିଜୟୀ କ୍ରିକେଟ ଅଧିନାୟକ ଅର୍ଜୁନ ରଣତୁଙ୍ଗାଙ୍କୁ ପେଟ୍ରୋଲିୟମ ମନ୍ତ୍ରୀ ଭାବରେ ତାଙ୍କ...

ଧନୁ ସଂକ୍ରାନ୍ତିରେ ଖୋଲିବ ଏହି ରାଶିର ଭାଗ୍ୟ, ମିଳିବ ଖୁସି ଖବର

ଆଜିଠାରୁ ଧନୁ ରାଶିର ସମୟ ଆରମ୍ଭ ହେଉଛି, ଯାହା ପରିବେଶକୁ ପୂର୍ବ ଅପେକ୍ଷା ଅଧିକ ସକାରାତ୍ମକ ଏବଂ ଭବିଷ୍ୟତମୁଖୀ କରିବ। ଲୋକମାନେ ବଡ଼ ଲକ୍ଷ୍ୟ ରଖିବେ...

ଛତୁଚାଷ ଦେଇଛି ପରିଚୟ: ଆତ୍ମନିର୍ଭର ସହ ୧୫ ପରିବାର ଚଳାଉଛନ୍ତି ଦୀନେଶ

ଅତାବିରା, ୧୬ା୧୨(ଯୁଧିଷ୍ଠିର ମହାପାତ୍ର):ଛତୁ କିଲୋ ପିଛା ଶହ ଶହ ଟଙ୍କାରେ ବିକ୍ରି କରି ନିଜର ଆର୍ଥିକ ସ୍ଥିତି ସୁଦୃଢ଼ କରିପାରିବା ସହ ଅନ୍ୟ ୨୭ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri