Posted inଖେଳ

ଟସ୍‌ ପୂର୍ବରୁ ପାରାଟ୍ରୁପର୍ସ ଯୋଜନା ବାତିଲ

କୋଲକାତା,୨୨।୧୧- ବାଂଲାଦେଶ ଓ ଭାରତ ମଧ୍ୟରେ ଐତିହାସିକ ଦିବାରାତ୍ର ଟେଷ୍ଟ ଆରମ୍ଭ ହୋଇଯାଇଛି। ଏହି ମ୍ୟାଚ୍‌ରେ ଟସ୍‌ ପଡ଼ିବା ପୂର୍ବରୁ ହେଲିକ୍ୟାପଟର ଉଡୁଥିବାବେଳେ ଯବାନମାନେ ଗ୍ରାଉଣ୍ଡରେ ଓହ୍ଲାଇ ଉଭୟ ଦଳର ଅଧିନାୟକଙ୍କୁ ବଲ ଦେବାର ଯୋଜନା ଥିଲା। ମାତ୍ର ସୁରକ୍ଷା ଜନିତ ସମସ୍ୟା ଯୋଗୁ କ୍ରିକେଟ ଆସୋସିଏଶନ ଅଫ୍‌ ବେଙ୍ଗଲ (ସିଏବି)କୁ ଏ ନେଇ ଅନୁମତି ମିଳି ନ ଥିଲା। ଏଥିଯୋଗୁ ସିଏବିକୁ ବାଧ୍ୟ ହୋଇ ଯୋଜନାକୁ ବାତିଲ କରିଛି। ସେହିଭଳି ମ୍ୟାଚ୍‌ରେ ଗୃହ ମନ୍ତ୍ରୀ ଅମିତ ଶାହ ଅତିଥି ଭାବେ ଯୋଗଦେବା ଥିଲା। ମାତ୍ର ଏହା ମଧ୍ୟ ବାତିଲ ହୋଇଛି। ଏଣୁ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଓ ପଶ୍ଚିମବଙ୍ଗ ମମତା ବାନାର୍ଜୀ ଦେଶର ପ୍ରଥମ ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ…

ରେଳଧାରଣାରୁ ମିଳିଲା ଯୁବତୀଙ୍କ ମୃତଦେହ, ବଢ଼ିଲା ସନ୍ଦେହ…

ଛତ୍ରପୁର,୧୨।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ନିକଟ ହୁମ୍ବର ଗ୍ରାମ ଦେଇ ଯାଉଥିବା ଚେନ୍ନାଇ-ହାୱଡ଼ା ରେଳଧାରଣା କଡ଼ରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri