ଟାଇଗର ଶ୍ରଫ୍‌ଙ୍କ ନାମ କିପରି ଦିଆଗଲା କହିଲେ ଜ୍ୟାକି

ମୁମ୍ବାଇ: ବାଗି-୩ରେ ପିତା ଜ୍ୟାକି ଶ୍ରଫ୍‌ଙ୍କ ସହିତ ଟାଇଗର ଶ୍ରଫ୍‌ ଅଭିନୟ କରିଛନ୍ତି। ଏକ ସାକ୍ଷାତ୍‌କାରରେ ଟାଇଗରଙ୍କ ନାମ ଏଭଳି କିପରି ଦିଆଯାଇଥିଲା ସେ ନେଇ ଜ୍ୟାକି ପ୍ରକାଶ କରିଛନ୍ତି। ପିଲାଦିନେ ଟାଇଗର ଜ୍ୟାକିଙ୍କ ମୁହଁକୁ ନଖରେ ରାମ୍ପୁଡ଼ି ଦେଉଥିଲେ। ତେଣୁ ତାଙ୍କ ନାମ ଟାଇଗର ରଖିବା ପାଇଁ ଠିକ କରାଯାଇଥିଲା। ଟାଇଗର ପିଲାଦିନେ ଅତି ଶାନ୍ତ ସ୍ବଭାବରେ ଥିଲେ। ଦିନ ସାରା ଖେଳକୁଦରେ ମଜ୍ଜି ରହିବା ସହିତ ମନକୁ ମନ କିଛି ଚିନ୍ତା ମଧ୍ୟ କରୁଥିଲେ। ଏବେ ମଧ୍ୟ ଚୁପ୍‌ଚାପ୍‌ ବସି ଚିନ୍ତା କରିବା ସ୍ବଭାବ ଟାଇଗରଙ୍କର ରହିଥିବା ଜ୍ୟାକି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର, ରୁମକୁ ଡାକି ପୁରୁଷ ବନ୍ଧୁ…..

ଭୁବନେଶ୍ବର,୧୩ା୫ : ରାଜଧାନୀ ଭୁବନେଶ୍ବରରୁ ପୁଣି ଥରେ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଘରୋଇ ଇଞ୍ଜେନିୟରିଂ କଲେଜ ଛାତ୍ରୀଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ…

ସରକାରୀ ଓଜନ କଣ୍ଟାରେ ଲାଗିଲା ନିଆଁ: ଜଳିଗଲା ଗୁରୁତ୍ୱପୂର୍ଣ୍ଣ ନଥିପତ୍ର

କେନ୍ଦୁଝର,୧୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଡ଼କାଳିମାଟିତଠାରେ ଥିବା ସରକାରୀ ଓଜନ କଣ୍ଟାରେ ବୁଧବାର ନିଆଁ ଲାଗିଯିବାରୁ ଏହା ଭିତରେ ଥିବା ବହୁ କାଗଜପତ୍ର ଓ…

ଭାରତର କେଉଁ ରାଜ୍ୟରେ ବେଶୀ ଖର୍ଚ୍ଚ ହୁଏ ପେଟ୍ରୋଲ? ଲିଷ୍ଟରେ ଓଡ଼ିଶାର ନାଁ ଜାଣିଲେ ହୋଇଯିବେ ତାଜୁବ!

ନୂଆଦିଲ୍ଲୀ,୧୩।୫: ବିଶ୍ୱ ସ୍ତରରେ ଚାଲିଥିବା ଦ୍ୱନ୍ଦ୍ୱ ଏବଂ ଯୋଗାଣ ଶୃଙ୍ଖଳରେ ବାଧା ମଧ୍ୟରେ, ଭାରତରେ ଏକ ସମ୍ଭାବ୍ୟ ଇନ୍ଧନ ସଙ୍କଟ ସମ୍ପର୍କରେ ଆଲୋଚନା ତୀବ୍ର ହୋଇଛି। ପ୍ରଧାନମନ୍ତ୍ରୀ…

ସ୍ବାସ୍ଥ୍ୟକେନ୍ଦ୍ରରେ ଅଭାବନୀୟ ଘଟଣା, ଛାତି ବିନ୍ଧୁଥିବା ବ୍ୟକ୍ତିଙ୍କୁ କୁକୁର କାମୁଡ଼ା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ

କେନ୍ଦ୍ରାପଡ଼ା,୧୩ା୫(ଜଗନ୍ନାଥ ଧଳ): କୁକୁର କାମୁଡା ରୋଗୀ ବଦଳରେ ଅନ୍ୟଜଣେ ଯୁବକଙ୍କୁ କୁକୁର କାମୁଡା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ । କେନ୍ଦ୍ରାପଡା ଜିଲା କୁଦାନଗରୀ ଥାନା ଅନ୍ତର୍ଗତ କରିଲୋପାଟଣା…

ବୃଦ୍ଧ କାଳେ ଯୌନ ପୀପାସୁ ହେଲା କାଳ, ନାବାଳିକାଙ୍କୁ ବଳାତ୍କାର କରି…

କଟକ,୧୩ା୫(ପ୍ରଭୁକଲ୍ୟାଣ ପାଲ୍‌): ବୃଦ୍ଧ କାଳେ ଯୌନ ପୀପାସୁ ହେବା କାଳ। ଚକୋଲେଟ୍‌ ଦେଇ କରିଥିଲେ ନୃଶଂସତା। ନାବାଳିକାଙ୍କୁ ବଳାତ୍କାର ମାମଲାରେ ୬୧ ବର୍ଷୀୟ ଆସମୀକୁ ସଜା ଶୁଣାଇଲେ…

ଭୁବନେଶ୍ୱରରେ ଶେଷ ହେଉଛି ପେଟ୍ରୋଲ! ମନ୍ତ୍ରୀ କହିଲେ କାଲିଠୁ…

ଭୁବନେଶ୍ୱର,୧୩।୫: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଅନ୍ତର୍ଜାତୀୟ ବଜାରରେ ବଢ଼ିବାରେ ଲାଗିଛି ଅଶୋଧିତ ତୈଳ ଦର । ଏହା ପ୍ରଭାବରେ ଭାରତରେ ତେଲ ସଂକଟ ଦେଖାଦେଲାଣି । ଓଡ଼ିଶାର…

ଆରଡି ଛକରୁ ହଟିଲା ଜବରଦଖଲ: ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ…

ଭଦ୍ରକ, ୧୩।୫(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥ ସର୍ଭିସ ରୋଡ଼ର ଭଦ୍ରକ ଆରଡ଼ି ଛକରୁ ହଟିଲା ଜବରଦଖଲ। ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ ଜିଲା ପ୍ରଶାସନ…

ମୋଦିଙ୍କ ସୁରକ୍ଷାରେ ପ୍ରତି ଘଣ୍ଟାରେ ଖର୍ଚ୍ଚ ହୁଏ କେତେ ଟଙ୍କା? ସିକ୍ୟୁରିଟି ବଜେଟ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେବଳ ତାଙ୍କ ରାଜନୀତି ପାଇଁ ନୁହେଁ ବରଂ ତାଙ୍କର ସରଳ ଜୀବନଶୈଳୀ ଏବଂ ଶୃଙ୍ଖଳିତ ଦୈନନ୍ଦିନ କାର୍ଯ୍ୟ ପାଇଁ ମଧ୍ୟ ଜଣାଶୁଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri