ଟାଇଟାନ ରାଗାର ନୂଆ କଲେକ୍ସନ

ଭୁବନେଶ୍ୱର,୧୭-୧୦: ଟାଇଟାନ ରାଗାର ନୂଆ ଫେସେଟ୍‌ସ କଲେକ୍ସନ ବଜାରକୁ ଆସିଛି। ଅତ୍ୟାଧୁନିକ ଭାରତୀୟ ମହିଳା ଏବଂ ସେମାନଙ୍କ ବ୍ୟକ୍ତିତ୍ୱକୁ ଧ୍ୟାନରେ ରଖି କମ୍ପାନୀ ଏହି କଲେକ୍ସନ ବଜାରକୁ ଛାଡିଛି। ଏଥିରେ ଅତ୍ୟାଧୁନିକ ଡିଜାଇନ, କାରିଗରି ଗ୍ରାହକ ଲାଭ କରିପାରିବେ। ଏଥିରେ ରହିଛି ୧୨ ନୂଆ ଘଣ୍ଟାର କଲେକ୍ସନ। ଡିଜାଇନଗୁଡିକ ମଧ୍ୟରେ ରହିଛି ସ୍ବରଭସ୍କି କ୍ରିଷ୍ଟାଲ୍ସ, ମଦର ଅଫ୍‌ ପର୍ଲ, ରୋଜ ଗୋଲ୍ଡ ପ୍ଲେଟିଂ । ଏହାବାଦ ଡାଏଲ, ଷ୍ଟ୍ରାପ ଏବଂ ବିଭିନ୍ନ ଜ୍ୟାମିତି ଫର୍ମର ଗଢଣ ଗ୍ରାହକ ଲାଭ କରିପାରିବେ। କଲେକ୍ସନଗୁଡ଼ିକ ଗ୍ରାହକ ଓ୍ବାର୍ଲଡ ଅଫ ଟାଇଟାନ ଷ୍ଟୋର, ହିଲିୟସ, ପ୍ରମୁଖ ଡିପାର୍ଟମେଣ୍ଟାଲ ଷ୍ଟୋର, ଅନଲାଇନ ଷ୍ଟୋର, ଅଧିକୃତ ଡିଲରଶିପରେ ପାଇପାରିବେ। କଲେକ୍ସନଗୁଡିକ ୫୪୯୫ ଟଙ୍କାରୁ ୧୫,୯୯୫ ଟଙ୍କା ରହିଛି। ଗ୍ରାହକଙ୍କ ଚାହିଦାକୁ ଧ୍ୟାନରେ ରଖି ନୂଆ କଲେକ୍ସନଗୁଡିକ ବଜାରକୁ ଆସିଥିବା ଟାଇଟାନ ଓ୍ବାଚେସର ମାର୍କେଟିଂ ମୁଖ୍ୟ କନଓ୍ବାଲପ୍ରତି ଓ୍ବାଲିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri