Posted inଜାତୀୟ

ଟାଇମ୍ସ୍‌ ମାଗାଜିନ୍‌ ପ୍ରଭାବଶାଳୀ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ମୁକେଶ ଅମ୍ବାନୀ; ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ବି ସାମିଲ୍‌

ନୂଆଦିଲ୍ଲୀ,୧୮।୪: ଟାଇମ୍ସ୍‌ ମାଗାଜିନ୍‌ ପକ୍ଷରୁ ଶହେ ଜଣ ପ୍ରଭାବଶାଳୀ ବ୍ୟକ୍ତିତ୍ୱଙ୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ନାମ ରହିଛି। ଏଥିରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ନାମ ରହିଛି। ସେହିପରି ଅନ୍ୟମାନଙ୍କ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡ୍ରୋନାଲ୍ଡ ଟ୍ରମ୍ପ୍‌, ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌, ଭାରତୀୟ-ଆମେରିକା କମେଡିଆନ୍‌ ହସନ୍‌ ମିହ୍ନାଜ୍‌ଙ୍କ ନାମ ରହିଛି। ତାଲିକାରେ ଏଲ୍‌ଜିବିଟିୟୁ ଗ୍ରୁପ୍‌ ଅଧିକାରୀଙ୍କ ପାଇଁ ଲଢ଼ିଥିବା ଆଇନଜୀବୀ ଅରୁନ୍ଧତି କାଟଜୁ ଏବଂ ମେନକା ଗୁରୁସ୍ବାମୀଙ୍କ ନାମ ମଧ୍ୟ ରହିଛି। ଏହା ସହିତ ତାଲିକାରେ ଫେସବୁକ୍‌ ପ୍ରତିଷ୍ଠାତା ମାର୍କ ଜୁକରବର୍ଗଙ୍କ ନାମକୁ ସାମିଲ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧ ଯୋଗୁ ବନ୍ଦ ଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ପଶ୍ଚିମ ଏସିଆ ସେବା ପୁନର୍ବାର ଆରମ୍ଭ କରିଛି

ନୂଆଦିଲ୍ଲୀ,୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା; କିନ୍ତୁ, ଉତ୍ତେଜନା ହ୍ରାସ ପରେ, ଏୟାର ଇଣ୍ଡିଆ ଏକ୍ସପ୍ରେସ ଏକ ଗୁରୁତ୍ୱପୂର୍ଣ୍ଣ…

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଇସ୍ରୋ ମୁଖ୍ୟାଳୟ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ

ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ମୁଖ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି। ଏହାପରେ…

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri