ଟାଙ୍ଗରାଣୀ ଆଦିବାସୀଙ୍କ ନିଆରା ମାଘେପର୍ବ: ଜମୁଛି ନାଚଗୀତର ଆସର

କେନ୍ଦୁଝର,୧୬।୨: କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ରାଇକଳା ପଞ୍ଚାୟତ ଟାଙ୍ଗରାଣୀ ଗ୍ରାମର ଧୂଳିଆସାହି ଆଦିବାସୀ ସମ୍ପ୍ରଦାୟ ଲୋକେ ରବିବାର ନିଆରା ଢଙ୍ଗରେ ମାଘେ ପର୍ବ ପାଳନ କରିଛନ୍ତି। ଆଦିବାସୀ ଲୋକମାନେ କୁଲାରେ ଫୁଲ ଓ ଶାଳ ଗଛର ପତ୍ର ରଖି ଜାହେରଧାରା ନାମ୍ନୀ ପୂଜା କରିଥାନ୍ତି। ପରେ ଗ୍ରାମର ଘର ଘର ବୁଲି ପୂଜା କରାଯାଇଥାଏ। ଏଥିରେ ଶତାଧିକ ଜନସମାଗମ ହୋଇଥିଲା, ଘରକୁ ବନ୍ଧୁବାନ୍ଧବ କୁଣିଆଁ ଆସିଥାନ୍ତି । ନାଚଗୀତର ଆସର ଜମିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri