ଟାଟା-ମିସ୍ତ୍ରି ମାମଲା: ସୁପ୍ରିମ କୋର୍ଟରେ ଶୁକ୍ରବାର ଶୁଣାଣି

ନୂଆଦିଲ୍ଲୀ,୮-୧: ଟାଟାସନ୍ସ ଏବଂ ସାଇରସ ମିସ୍ତ୍ରି ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଶୁକ୍ରବାର ହେବ। ନ୍ୟାଶନାଲ କମ୍ପାନୀ ଲ ଆପିଲେଟ୍‌ ଟ୍ରିବ୍ୟୁନାଲ(ଏନ୍‌ସିଏଲ୍‌ଏଟି) ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରିଙ୍କ ସପକ୍ଷରେ ଦେଇଥିବା ରାୟକୁ ଚ୍ୟାଲେଞ୍ଜ କରି ଟାଟା-ଗ୍ରୁପ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲା। ଏହି ମାମଲାରେ ଏନ୍‌ସିଏଲ୍‌ଏଟି ମିସ୍ତ୍ରିଙ୍କୁ ଟାଟା ସନ୍ସ ଅଧ୍ୟକ୍ଷ ପଦବୀରୁ ବିଦା କରିବା ବେଆଇନ ବୋଲି ରାୟରେ କହିଥିଲେ। ଏହାବାଦ ଟାଟାସନ୍ସକୁ ଏକ ପ୍ରାଇଭେଟ ଲିମିଟେଡ କମ୍ପାନୀରେ ପରିବର୍ତ୍ତନ ଏବଂ ନୂଆ ଅଧ୍ୟକ୍ଷ ଭାବେ ଏନ୍‌.ଚନ୍ଦ୍ରଶେକରନଙ୍କୁ ଅବସ୍ଥାପିତ କରାଇବରକୁ ଟ୍ରିବ୍ୟୁନାଲ ବେଆଇନ ଦର୍ଶାଇଥିଲେ। ଗୋଟିଏ ମାସ ମଧ୍ୟରେ ରାୟର ଚ୍ୟାଲେଞ୍ଜ କରିବାକୁ ଟାଟାସନ୍ସକୁ ୧ ମାସ ସମୟ ମିଳିଥିଲା। ସେହିଭଳି ମିସ୍ତ୍ରିଙ୍କୁ ପୁନଃ ଅଧ୍ୟକ୍ଷ ଭାବେ ଅବସ୍ଥାପିତ କରିବାକୁ ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଥିଲେ। ଏହି ଆଧାରରେ ଟାଟା ଟ୍ରଷ୍ଟ, ରତନ ଟାଟା, ଟିସିଏସ୍‌ ପ୍ରମୁଖ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଯାହାର ଶୁଣାଣି ଲାଗି ଚଳିତ ସପ୍ତାହ ଶୁକ୍ରବାର ସମୟ ଧାର୍ଯ୍ୟ ହୋଇଛି। ସୁଚନାଯୋଗ୍ୟ, ୨୦୧୬ ଅକ୍ଟୋବରରେ ସାଇରସ ମିସ୍ତ୍ରିଙ୍କୁ ଏକ ବିବାଦୀୟ ସ୍ଥିତିରେ ଟାଟାସନ୍ସର ଅଧ୍ୟକ୍ଷ ପଦବୀରୁ ବିଦା କରାଯାଇଥିଲା। ଏହା ବିରୋଧରେ ମିସ୍ତ୍ରି ପ୍ରଥରେ ନ୍ୟାଶନାଲ କମ୍ପାନୀ ଲ ଟ୍ରିବ୍ୟୁନାଲ(ଏନ୍‌ସିଏଲ୍‌ଟି)ଙ୍କ ଦ୍ୱାରସ୍ଥ ହୋଇଥିଲେ। ଏଠାରେ ମାମଲା ଟାଟାସନ୍ସ ସପକ୍ଷରେ ଶୁଣାଣି ହୋଇଥିଲା। ଏହା ପରେ ମିସ୍ତ୍ରି ଏନ୍‌ସିଏଲ୍‌ଏଟିର ଦ୍ୱାରସ୍ଥ ହୋଇଥିଲେ, ସେଠାରେ ତାଙ୍କ ସମକ୍ଷରେ ମାମଲା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri