ଟାଟା ସନ୍ସ ଅଧ୍ୟକ୍ଷ ପଦବୀକୁ ଫେରିବାକୁ ଇଚ୍ଛୁକ ନୁହନ୍ତି ମିସ୍ତ୍ରି

ନୂଆଦିଲ୍ଲୀ,୨୬।୧୨: ଟାଟା ସନ୍ସର ଅଧ୍ୟକ୍ଷ ପଦବୀକୁ ପୁଣି ଫେରିବାକୁ ସାଇରସ ମିସ୍ତ୍ରି ଇଚ୍ଛୁକ ନ ଥିବା ଜଣାପଡିଛି। ଏକ ଜାତୀୟ ମୁଦ୍ରିତ ଗଣମାଧ୍ୟମରେ ଏ ସମ୍ପର୍କରେ ଏକ ଖବର ପ୍ରକାଶ ପାଇଛି। ଏକ ବିବାଦୀୟ ପରିସ୍ଥିତିରେ ୨୦୧୬ରେ ମିସ୍ତ୍ରିଙ୍କୁ ଟାଟା ସନ୍ସ ଅଧ୍ୟକ୍ଷ ପଦବୀରୁ ହଟାଯାଇଥିଲା। ଏହି ମାମଲାରେ ମିସ୍ତ୍ରି କମ୍ପାନୀ ଲ ଆପିଲେଟ ଟ୍ରିବ୍ୟୁନାଲରେ ଆବେଦନ କରିଥିଲେ। ଟ୍ରିବ୍ୟୁନାଲ ୧୮ ଡିସେମ୍ବରରେ ମିସ୍ତ୍ରିଙ୍କ ସପକ୍ଷରେ ରାୟ ଦେବା ସହ ପୁଣି ଥରେ ଟାଟା ସନ୍ସ ଅଧ୍ୟକ୍ଷ ପଦବୀରେ ଅବସ୍ଥାପିତ କରିବା ସହ ଟାଟା ସନ୍ସକୁ ଏହି ମାମଲାର ଚ୍ୟାଲେଞ୍ଜ କରିବା ଲାଗି ୪ ସପ୍ତାହ ସମୟ ଦେଇଛନ୍ତି। ସେହିଭଳି ଟାଟା ସନ୍ସକୁ ଏକ ଘରୋଇ କମ୍ପାନୀ ଭାବେ ପରିବର୍ତ୍ତନ କରିବାକୁ ଟ୍ରିବ୍ୟୁନାଲ ବେଆଇନ ଭାବେ ଦର୍ଶାଇଛନ୍ତି। ରାୟର ବେଆଇନ ଶବ୍ଦକୁ ସଂଶୋଧନ କରିବା ଲାଗି କେନ୍ଦ୍ର କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟର ରେଜିଷ୍ଟ୍ରାର ଅଫ କମ୍ପାନିଜ୍‌ ପୁଣି ଥରେ ଆବେଦନ କରିଛି। ସୂଚନାଯୋଗ୍ୟ, ଟାଟା ସନ୍ସରେ ମିସ୍ତ୍ରିଙ୍କ ପରିବାରର ୧୮.୪% ଅଂଶଧନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

କ’ଣ ରାକ୍ଷୀରେ ଭାଇଙ୍କ ଠାରୁ ମିଳୁଥିବା ଟଙ୍କାରୁ ସରକାର ନିଅନ୍ତି ଟ୍ୟାକ୍ସ? ଜାଣନ୍ତୁ କେତେ ଟଙ୍କା ନେଲେ…

ନୂଆଦିଲ୍ଲୀ,୨୮।୮: ରକ୍ଷାବନ୍ଧନ ପର୍ୱ ଭାଇ-ଭଉଣୀଙ୍କ ପବିତ୍ର ସ୍ନେହ ଓ ପ୍ରେମର ପ୍ରତୀକ। ଏହି ଦିନ ଭଉଣୀମାନେ ଭାଇଙ୍କ ହାତରେ ରାଖି ବାନ୍ଧିଥାନ୍ତି ଏବଂ ବଦଳରେ ଭାଇ ସେମାନଙ୍କୁ…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri