ଟିଆର୍‌ପିରେ ଇତିହାସ ରଚିଲା ରାମାୟଣ

ନୂଆଦିଲ୍ଲୀ,୨।୫: କରୋନା ସଂକ୍ରମଣ ଯୋଗୁ ସାରା ଦେଶରେ ଜାରି ରହିଛି ଲକ୍‌ଡାଉନ। ଏହି ସମୟରେ ଘରେ ବସି ରହିଥିବା ଲୋକଙ୍କ ମନୋରଞ୍ଜନ ପାଇଁ ଦୂରଦର୍ଶନରେ ପ୍ରସାରିତ ହେଉଛି ଧାରାବାହିକ ରାମାୟଣ। ୩ ଦଶକ ପୂର୍ବରୁ ରାମାନନ୍ଦ ସାଗରଙ୍କ ଦ୍ୱାରା ପ୍ରସ୍ତୁତ ଏହି ରାମାୟଣ ଧାରାବାହିକ ଏବେବି ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେଇଛି। ଟିଆର୍‌ପି ଦୌଡରେ ନିଜର ରେକର୍ଡ ଭାଙ୍ଗିଛି ରାମାୟଣ। କେବଳ ସେତିକି ନୁହେଁ ଏହା ବିଶ୍ୱ ରେକର୍ଡ ମଧ୍ୟ କରିଛି। ଧାରାବହିକ ‘ରାମାୟଣ’କୁ ଏପ୍ରିଲ ୧୬ରେ ପାଖାପାଖି ୭.୭ କୋଟି ଦର୍ଶକ ଦେଖିଥିବା ଜଣାପଡିଛି। ଯାହା ବିଶ୍ୱର ଅନ୍ୟ ସମସ୍ତ ଶୋ’ଠାରୁ ସର୍ବାଧିକ। ସବୁଠାରୁ ବଡକଥା ହେଲା ଟିଆର୍‌ପିରେ ହଲିଉଡ୍‌ର ସବୁଠାରୁ ଲୋକପ୍ରିୟ ଶୋ’ ‘ଗେମ ଅଫ୍‌ ଥ୍ରୋନ୍ସ’କୁ ବି ପଛରେ ପକାଇ ଦେଇଛି ‘ରାମାୟଣ’।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

ଘର ଛାଡ଼ିବେନି ସଲମାନ୍‌

ବମ୍ବେ: ବଲିଉଡ୍‌ର ତିନି ଖାନ୍‌ଙ୍କ ମଧ୍ୟରୁ ସଲମାନ୍‌ଙ୍କ ଲୋକପ୍ରିୟତା କାହିଁରେ କେତେ। ଏଯାଏ କୁଆଁରା ଥିବା ଏହି ଅଭିନେତାଙ୍କ ପୁରୁଷ ଅପେକ୍ଷା ମହିଳା ପ୍ରଶଂସକଙ୍କ ତାଲିକା...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri