ଟିକ୍‌ଟକ୍‌ରେ ଶ୍ରୀମନ୍ଦିର ଭିତର ବେଢ଼ାର ଦୃଶ୍ୟ ଭାଇରାଲ

ପୁରୀ ଅଫିସ, ୨୮।୧୦: ଶ୍ରୀମନ୍ଦିର ଭିତର ବେଢ଼ାର ଦୃଶ୍ୟ ପୁଣି ଭାଇରାଲ ହୋଇଛି। ଟିକ୍‌ଟକ୍‌ରେ ଦୁଇଟି ଭିଡିଓକୁ କେହି ସେୟାର କରିବା ପରେ ଏହା ଏବେ ପଦାକୁ ଆସିଛି । ଶ୍ରୀମନ୍ଦିର ଭିତର ଭିଡିଓ ସହ ଆନନ୍ଦ ବଜାରରେ ଅବଢ଼ା ଖାଉଥିବା ଦୃଶ୍ୟ ଏଥିରେ ରହିଛି । କେହି ଭିତରକୁ ମୋବାଇଲ ନେଇ ଏଭଳି କରିଥିବା କୁହାଯାଉଛି । ଶ୍ରୀମନ୍ଦିରକୁ ମୋବାଇଲ ଫୋନ୍‌ ବ୍ୟାନ ଥିବାବେଳେ ମନ୍ଦିର ଭିତରକୁ ମୋବାଇଲ ଗଲା କେମିତି ? ଶ୍ରୀମନ୍ଦିରର ଚାରି ଦ୍ୱାରରେ ପୋଲିସ ମୋବାଇଲ ଫୋନ୍‌ ନେବାକୁ ବାରଣ କରିବା ସହ ଜୋରଦାର ଚେକିଂ କରୁଥିବା ବେଳେ ଏଭଳି ଭିଡିଓ ହେଲା କିଭଳି ? ପୋଲିସର ଢିଲା କାରଣରୁ ଏଭଳି ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri