ଟିଟିଲାଗଡ଼ରେ କୋଭିଡ ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ

ଟିଟିଲାଗଡ଼, ୩୦।୫ (ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ କୋଭିଡ ଯୋଦ୍ଧା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସଙ୍କୁ ସମ୍ମାନ ନେଇ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ଏଥିରେ ସାମିଲ ହୋଇଥିଲେ। ଉପଜିଲାପାଳ ସୁଧାକର ନାୟକ, ଉପଖଣ୍ଡ ଚିକିତ୍ସା ଅଧିକାରୀ ଡା. ସୁଜାତାରାଣୀ ମିଶ୍ର, ତହସିଲଦାର ଆନନ୍ଦ ପଣ୍ଡା, ଅତିରିକ୍ତ ତହସିଲଦାର କର୍ଣ୍ଣ ମଲ୍ଲିକ, ପୌରନିର୍ବାହୀ ଅଧିକାରୀ ନରେନ୍ଦ୍ର ପ୍ରଧାନ, ଏସ୍‌ଡିପିଓ ସୁରେନ୍ଦ୍ରନାଥ ଶତପଥୀ, ଆରପିଏଫ ପୋଷ୍ଟ କମାଣ୍ଡର ଏମ.ଏସ. କୁମାୱତ, ଜିଆରପି ଅଧିକାରୀ ଅବନୀ ସାହୁ, ଅଗ୍ନିଶମ ଅଧିକାରୀ ସୌମ୍ୟରଞ୍ଜନ ସେଠୀ, କଣ୍ଠଶିଳ୍ପୀ ପଙ୍କଜ ଜାଳ ଏବଂ ତାଙ୍କ ଟିମ ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ। ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ ବେହେରା କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି...

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri