ଟିଡିଏସ୍‌ ସାର୍ଟିଫିକେଟ ଫର୍ମାଟରେ ସଂଶୋଧନ

ନୂଆଦିଲ୍ଲୀ,୧୭-୪: ଆୟକର ବିଭାଗ ଟିଡିଏସ୍‌ ସାର୍ଟିଫିକେଟ ଅର୍ଥାତ୍‌ ଫର୍ମ ୧୬ରେ ସଂଶୋଧନ କରିଛି। ଏଥିରେ ଘରଭଡ଼ାରୁ ହେଉଥିବା ଆୟ ତଥା ଅନ୍ୟ ନିଯୁକ୍ତିଦାତାଙ୍କଠାରୁ ପ୍ରାପ୍ତ ଦରମା ସମେତ ବିଭିନ୍ନ କ୍ଷେତ୍ର ସମ୍ପର୍କରେ ତଥ୍ୟ ଦାଖଲ କରିବାକୁ ହେବ। ଏହାକୁ ଅଧିକ ବ୍ୟାପକ କରାଯିବା ଦ୍ୱାରା ଟିକସ ଫାଙ୍କିକୁ ସହଜରେ ରୋକି ହେବ। ଏଥିରେ ବିଭିନ୍ନ ଟିକସ ସଞ୍ଚୟକାରୀ ନିବେଶ ଯୋଜନା, ଉତ୍ପାଦ ସମ୍ପର୍କରେ ଟିଡିଏସ୍‌ କାଟିବା, କର୍ମଚାରୀ ଦ୍ୱାରା ପ୍ରାପ୍ତ ବିଭିନ୍ନ ଭତ୍ତା ସହିତ ଅନ୍ୟ ସ୍ରୋତରୁ ପ୍ରାପ୍ତ ଆୟ ସମ୍ପର୍କରେ ଭିନ୍ନ ଭିନ୍ନ ସୂଚନା ଦେବାକୁ ପଡିବ।  ସୂଚନାଥାଉ କି, ଫର୍ମ୧୬ ଏକ ସାର୍ଟିଫିକେଟ ଯାହାକୁ ନିଯୁକ୍ତିଦାତା ଜାରି କରିଥାନ୍ତି। ଏଥିରେ କର୍ମଚାରୀଙ୍କ ଟିଡିଏସ୍‌(ଟ୍ୟାକ୍ସ ଡିଡକ୍ଟେଟ ଆଟ୍‌ ସୋର୍ସ)ର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଥାଏ। ଏହାକୁ ଜୁନ ମଧ୍ୟଭାଗରେ ଜାରି କରାଯାଏ ଏବଂ ଏହାକୁ ଆୟକର ରିଟର୍ନ ଦାଖଲ ବେଳେ ବ୍ୟବହାର କରାଯାଇଥାଏ। ଆୟକର ବିଭାଗ ଦ୍ୱାରା ଅଧିସୂଚିତ ସଂଶୋଧିତ ଫର୍ମ ମେ ୧୨ରୁ କାର୍ଯ୍ୟକାରୀ ହେବ। ଆୟକର ବିଭାଗ ପୂର୍ବରୁ ଆର୍ଥିକ ବର୍ଷ ୨୦୧୮-୧୯ ଲାଗି ଆୟକର ରିଟର୍ନ ଫର୍ମ ଜାରି କରିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri