ଚେନ୍ନାଇ, ୨୧।୫: ତାମିଲନାଡୁର ତିରୁଚିରାପଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଅଧିକ ସମୟଧରି ଟିଭି ଦେଖିୁଥିବାରୁ ୫ବର୍ଷର ଶିଶୁ ପି.ଲତିକାଙ୍କୁ ପିଟିପିଟି ମାରିଦେଇଛନ୍ତି ତାଙ୍କ ମା’। ମୃତ ଶିଶୁ ଜଣଙ୍କ ମା’ ନିଥିୟା ପାଣ୍ଡିୟାନ ଏବଂ ବାପା ଓ୍ବହ ପାଣ୍ଡିଆନଙ୍କ ଏକମାତ୍ର ସନ୍ତାନ ଥିଲେ। ସୂଚନାଯୋଗ୍ୟ, ଅଧିକ ସମୟ ଧରି ଟିଭି ଦେଖୁଥିଲେ ଲତିକା। ମା’ ବାରମ୍ବାର ଡାକିବାରୁ ସେ ଶୁଣି ନ ଥିଲେ। ଏଥିରେ ଉତ୍କ୍ଷିପ୍ତ ହୋଇ ନିଥିଆ ତାଙ୍କୁ ବିଟିବା ସହ ଖରାରେ ଛିଡା କରିଦେଇଥିଲେ। ଫଳରେ ଲତିକା ବେହୋସ ହୋଇପଡିଥିଲେ। ତାଙ୍କୁ ତୁରନ୍ତ ହସ୍ପିଟାଲ୍ ନିଆଯାଇଥିଲା। ସେଠାରେ ତାଙ୍କ ମୃତ୍ୟୁ ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ
ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...
୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ
ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...
ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା
ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବ। ଏନେଇ ଦୁଇ ଦଳର...
ଭାରତକୁ ୪୦,୦୦୦ ଏଲ୍ଏମ୍ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ
ଜେରୁଜେଲମ୍ ,୬ା୧୨: ଇସ୍ରାଏଲ୍ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍ ଗନ୍ (ଏଲ୍ଏମ୍ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...
ଏୟାରବସ୍ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ
ପ୍ୟାରିସ୍,୬ା୧୨: ଏୟାର ବସ୍ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍ଡେଟ୍ ପାଇଁ ଅନେକ...
ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…
ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...
ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..
ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...
ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...
Archives


