ଚେନ୍ନାଇ, ୨୧।୫: ତାମିଲନାଡୁର ତିରୁଚିରାପଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଅଧିକ ସମୟଧରି ଟିଭି ଦେଖିୁଥିବାରୁ ୫ବର୍ଷର ଶିଶୁ ପି.ଲତିକାଙ୍କୁ ପିଟିପିଟି ମାରିଦେଇଛନ୍ତି ତାଙ୍କ ମା’। ମୃତ ଶିଶୁ ଜଣଙ୍କ ମା’ ନିଥିୟା ପାଣ୍ଡିୟାନ ଏବଂ ବାପା ଓ୍ବହ ପାଣ୍ଡିଆନଙ୍କ ଏକମାତ୍ର ସନ୍ତାନ ଥିଲେ। ସୂଚନାଯୋଗ୍ୟ, ଅଧିକ ସମୟ ଧରି ଟିଭି ଦେଖୁଥିଲେ ଲତିକା। ମା’ ବାରମ୍ବାର ଡାକିବାରୁ ସେ ଶୁଣି ନ ଥିଲେ। ଏଥିରେ ଉତ୍କ୍ଷିପ୍ତ ହୋଇ ନିଥିଆ ତାଙ୍କୁ ବିଟିବା ସହ ଖରାରେ ଛିଡା କରିଦେଇଥିଲେ। ଫଳରେ ଲତିକା ବେହୋସ ହୋଇପଡିଥିଲେ। ତାଙ୍କୁ ତୁରନ୍ତ ହସ୍ପିଟାଲ୍ ନିଆଯାଇଥିଲା। ସେଠାରେ ତାଙ୍କ ମୃତ୍ୟୁ ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…
ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…
ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ
ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…
କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?
ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…
ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…
ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…
ଭାରତରେ ଏହିଦିନ ଲଞ୍ଚ୍ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍ ନୋଟ୍! ମୋଦି ସରକାର ଦେଲେ ମଞ୍ଜୁରୀ…
ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…
ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍
ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…
ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍ଲାଇନ କେବେ…
ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…
ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…
ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…
Archives

