ହିଞ୍ଜିଳିକାଟୁ,୨୪।୮(ଡ଼ି.ଏନ୍.ଏ): ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗରର ରାସ୍ତା କଡ଼ରେ ଟିମ୍ କ୍ଲିନ ସିଟି ଶନିବାର ହିଞ୍ଜିଳିକାଟୁରେ ପୋଷ୍ଟର ଚିରା ଅଭିଯାନ ଆରମ୍ଭ କରିଛି। ବ୍ରହ୍ମପୁର ମହାନଗରରେ ଲଗାତାର ୪୯ ଦିନ ଧରି ଏହି କାର୍ଯ୍ୟକ୍ରମ ପରେ ହିଞ୍ଜିଳିକାଟୁ ଅଭିଯାନକୁ ବିପୁଳ ସମର୍ଥନ ମିଳିଛି। ବ୍ରହ୍ମପୁର ଟିମ୍ କ୍ଲିନ ସିଟିର ସଂଯୋଜକ ଶକ୍ତିଧର ରାଜଗୁରୁ ଓ ଅନ୍ୟମାନେ ଶନିବାର ଭୋରରେ ହିଞ୍ଜିଳିକାଟୁରେ ପହଞ୍ଚିଥିଲେ। ଏହି ଟିମ୍କୁ ହିଞ୍ଜିଳିକାଟୁ ବିଡିଓ ପ୍ରସନ୍ନ କୁମାର ପାତ୍ର, ଆଇଆଇସି ଅଭିମନ୍ୟୁ ଦାଶ ଓ ଅନ୍ୟ ଅଧିକାରୀଙ୍କ ସହ ତ୍ରିରଙ୍ଗା ଯୁବକ ସଂଘ, ଡିସ୍କଭରୀ ହିଞ୍ଜିଳିକାଟୁ ଓ ଅନ୍ୟାନ୍ୟ ସ୍ବେଚ୍ଛାସେବୀ ସଙ୍ଗଠନ ସଦସ୍ୟା ସଦସ୍ୟ ସ୍ବାଗତ କରିଥିଲେ। ରାସ୍ତା କଡ଼ର ପୋଷ୍ଟର ଚିରା ଅଭିଯାନ କଲେଜ ଛକରୁ ଆରମ୍ଭ ହୋଇ ବଇଁଚବଣିଆ ପର୍ଯ୍ୟନ୍ତ ପହଞ୍ଚିଲା। ବାଟରେ ବହୁ ସାଧାରଣ ଲୋକ ଟିମ୍ ସହ ସ୍ବତଃ ଯୋଗ ଦେଇ ପୋଷ୍ଟର ଚିରାରେ ସାମିଲ ହେବା ସହ ଟିମ୍ର ପ୍ରୟାସକୁ ଉତ୍ସାହିତ କରିଥିଲେ।
ପ୍ରକାଶ ଥାଉ କି, ଟିମ୍ କ୍ଲିନ ସିଟିର ଏହି ଅଭିଯାନରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଅନ୍ୟ ପ୍ରଶାସନିକ ଅଧିକାରୀ ଯୋଗ ଦେଇ ଟିମ୍ର ପ୍ରୟାସକୁ ବ୍ୟାପକ କରିବାକୁ ପରାମର୍ଶ ଦେଇଥିଲେ।
Posted inHome, ଆମ ଜିଲା ଖବର, ଗଞ୍ଜାମ View All
ମା’ ଶ୍ୟାମାକାଳୀ ମନ୍ଦିରରେ ହନୁମାନ ଜୟନ୍ତୀ: ଜୟ ଶ୍ରୀରାମ ଧ୍ୱନିରେ ଗୁଞ୍ଜରିତ ହେଲା ପରିବେଶ
ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ମା’ ଶ୍ୟାମାକାଳୀ ମନ୍ଦିର ପ୍ରାଙ୍ଗଣରେ ହନୁମାନ ଜୟନ୍ତୀ ଅବସରରେ ଏକ ଭବ୍ୟ ଓ ଆଧ୍ୟାତ୍ମିକ ମହାସମାରୋହର ଆୟୋଜନ କରାଯାଇଥିଲା। ଜୟ ଶ୍ରୀରାମ ଧ୍ୱନିରେ ପରିପୂର୍ଣ୍ଣ…
୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ: କଣ୍ଟା ଫୁଟାଇଥିଲେ ମଧ୍ୟ ବାହାରୁ ନଥିଲା ରକ୍ତ
ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭୀମପୁର ଓ ଦାଶବିଦ୍ୟାଧରପୁର ଗ୍ରମାରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ…
ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ
ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…
ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼
ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…
ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…
ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…
ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା
ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…
କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ
ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…
ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍
ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…
Archives

