Posted inଖେଳ

ଟିମ୍‌ ପେନ୍‌ଙ୍କ ପର୍ସ ଚୋରି

ମେଲବୋର୍ନ,୩୧।୩(ପି.ଟି.)-ଅଷ୍ଟ୍ରେଲୀୟ ଟେଷ୍ଟ ଅଧିନାୟକ ଟିମ୍‌ ପେନ୍‌ଙ୍କ ମନିପର୍ସ ଚୋରି ହୋଇଛି। ଖବର ଅନୁସାରେ ହୋବାର୍ଟସ୍ଥିତ ନିଜ ବାସଭବନ ଆଗରେ ସେ ତାଙ୍କ କାର୍‌ଟିକୁ ପାର୍କ କରିଥିଲେ। କାର୍‌ ଛାଡି ସେ ବାହାରକୁ ଯାଇଥିଲେ। ଫେରିଲା ବେଳକୁ ତାଙ୍କ କାର ଡୋର୍‌ ଖୋଲା ଥିଲା। ପର୍ସଟି ନ ଥିଲା। ଚୋରିଯାଇଥିବା ପର୍ସଟିରେ ଅବଶ୍ୟ କିଛି ଜିନିଷ ନ ଥିଲା ବୋଲି ପେନ୍‌ କହିଛନ୍ତି।

ଉଲ୍ଲେଖଥାଉ କି, ବଲ୍‌ ଟ୍ୟାମ୍ପିରଂ ମାମଲାରେ ଷ୍ଟିଭ୍‌ ସ୍ମିଥ ନେତୃତ୍ୱ ନେବାରୁ ବାସନ୍ଦ ହୋଇଥିଲେ। ତେବେ ଏହି ବାସନ୍ଦ ଅବଧି କିଛି ଦିନ ପରେ ଶେଷ ହେବ। ଫଳରେ ପେନ୍‌ଙ୍କୁ ଟେଷ୍ଟ ଅଧିନାୟକ ପଦରୁ ଇସ୍ତଫା ଦେବାକୁ ହେବ। ତେବେ ସ୍ମିଥ୍‌ଙ୍କୁ ସେ ସମର୍ଥନ କରିଛନ୍ତି। ମୋତେ ଯେଉଁ ଦାୟିତ୍ୱ ଦିଆଯାଇଥିଲା ତାହାକୁ ଭଲ ଭାବେ ସମ୍ପାଦନ କରିବାକୁ ଚେଷ୍ଟ କରିଛି ବୋଲି ପେନ୍‌ କହିଛନ୍ତି। ସ୍ମିଥ୍‌ ଜଣେ ଉଚ୍ଚକୋଟୀର ଅଧିନାୟକ। ତାଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆ ଆହୁରି ଆଗକୁ ବଢିପାରିବ ବୋଲି ସେ କହିଛନ୍ତି। କରୋନା ଭାଇରସ୍‌ ପାଇଁ ସାରା ବିଶ୍ୱରେ ଲକ୍‌ଡାଉନ ଜାରି ରହିଥିବା ବେଳେ ପେନ୍‌ ଏବେ ସ୍ତ୍ରୀ ଓ ଦୁଇ ପିଲାଙ୍କ ସହ ସମୟ ବିତାଇବାରେ ମଜା ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

ଆଇପିଏଲ ମଝିରେ ଲକ୍ଷ୍ନୌ କଲା ବଡ଼ ଘୋଷଣା: ଅଧିନାୟକ ପଦ ଛାଡ଼ିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୯।୫: ୨୦୨୬ ଆଇପିଏଲ ମଝିରେ ରିଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସର ଅଧିନାୟକ ପଦ ଛାଡି ଦେଇଛନ୍ତି। ଶୁକ୍ରବାର ଫ୍ରାଞ୍ଚାଇଜ ସୋସିଆଲ ମିଡିଆରେ ପନ୍ତଙ୍କୁ ଅଧିନାୟକ ପଦରୁ…

ଖେଳାଳିଙ୍କ ପାଇଁ ନୂଆ ନିର୍ଦ୍ଦେଶ ଜାରି କଲା BCCI, ନିଷିଦ୍ଧ ଅଞ୍ଚଳରେ ସ୍ମାର୍ଟ ଚଷମା ପିନ୍ଧିବା ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୯।୫: ଇଣ୍ଡିଆନ୍ ପ୍ରିମିୟର ଲିଗ୍‌ରେ ଅତ୍ୟାଧୁନିକ ଯୋଗାଯୋଗ ଉପକରଣର ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ଖେଳାଳି ଏବଂ ସହାୟକ କର୍ମଚାରୀଙ୍କ ପାଇଁ ଏକ ନୂତନ ପରାମର୍ଶ ଜାରି କରାଯାଇଛି ।…

ଆଜି କ୍ୱାଲିଫାୟର-୨ ମହାମୁକାବିଲା

ମୁଲାନପୁର,୨୯।୫: ଶୁକ୍ରବାର ଖେଳାଯିବ ଆଇପିଏଲ୍‌ର କ୍ୱାଲିଫାୟର-୨ ମହାମୁକାବିଲା। ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଓ ରାଜସ୍ଥାନ ରୟାଲ୍ସ ପରସ୍ପରକୁ ଭେଟିବେ। ଏହାର ବିଜେତା ରବିବାର ଅହମଦାବାଦରେ ହେବାକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri