Posted inଖେଳ

ଟି୨୦ ବିଶ୍ୱକପ୍‌ ଆୟୋଜନ ହୋଇ ନ ପାରିଲେ ଆଇପିଏଲ୍‌ ହେଉ: ହୋଲ୍ଡିଂ

ନୂଆଦିଲ୍ଲୀ,୮।୬: ଯଦି ଟି୨୦ ବିଶ୍ୱକପ୍‌ ନିର୍ଦ୍ଧାରିତ କାର୍ଯ୍ୟସୂଚୀରେ ଆୟୋଜନ ନ ହୋଇପାରେ ତା‘ହେଲ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ କରୁ। ଏକଥା କହିଛନ୍ତି ଓ୍ବେଷ୍ଟଇଣ୍ଡିଜ୍‌ କିମ୍ବଦନ୍ତୀ ଦ୍ରୁତ ବୋଲର ମାଇକେଲ ହୋଲ୍ଡିଂ। ଅଷ୍ଟ୍ରେଲିଆରେ ଆସନ୍ତା ଅକ୍ଟୋବର ୧୮ରୁ ନଭେମ୍ବର ୧୫ ତାରିଖ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଆୟୋଜନ ହେବା କାର୍ଯ୍ୟକ୍ରମ ରହିଛି। ଯଦି କୋଭିଡ୍‌-୧୯ ମହାମାରୀ କାରଣରୁ ଏହାକୁ ସ୍ଥଗିତ ରଖାଯାଏ ତା’ହେଲେ ବିସିସିଆଇକୁ ଆଇପିଏଲ ଆୟୋଜନ କରିବାକୁ ଅଧିକାର ଦିଆଯାଉ ବୋଲି ସେ କହିଛନ୍ତି। ଏପରି ହେଲେ ବିସିସିଆଇ ଆଇପିଏଲ୍‌ ପାଇଁ ଯୋଜନା ପ୍ରସ୍ତୁତ କରିବ ବୋଲି ନିଖିଲ ନାଜଙ୍କ ସହ ଇନ୍‌ଷ୍ଟ୍ରାଗ୍ରାମ୍‌ରେ କଥା ହେବା ଅବସରରେ ସେ କହିଛନ୍ତି। ତେବେ ଆଇପିଏଲ୍‌ ପାଇଁ ଓ୍ବିଣ୍ଡୋ ପ୍ରସ୍ତୁତ କରିବାକୁ ଯାଇ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଜାଣିଶୁଣି ଟି୨୦ ବିଶ୍ୱକପ୍‌କୁ ବିଳମ୍ବିତ କରିବ ନାହିଁ ବୋଲି ଭାବୁଥିବା କଥା ସେ କହିଛନ୍ତି। ପୁଣି ଅଷ୍ଟ୍ରେଲିଆରେ ଟ୍ରାଭେଲ ରେଷ୍ଟ୍ରିକ୍ସନ ଜାରି କରାଯାଇଛି। ଏକ ନିର୍ଦ୍ଦିଷ୍ଟ ତାରିଖ ପୂର୍ବରୁ ଅଷ୍ଟ୍ରେଲିଆ କାହାକୁ ଦେଶ ଭିତରକୁ ପ୍ରାବେଶ ଅନୁମତି ଦେବନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁ-ଚନ୍ଦ୍ରଙ୍କ ନବପଞ୍ଚମ ଯୋଗ: ଆଜିଠୁ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଆର୍ଥିକ ଲାଭ ସହ ହେବ ମାଲାମାଲ

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଗ୍ରହ ଓ ନକ୍ଷତ୍ରଙ୍କ ଚଳନର ପ୍ରଭାବ ମଣିଷର ଜୀବନ ଉପରେ ପଡ଼ିଥାଏ। ଚନ୍ଦ୍ରଙ୍କ ଗୋଚର ପରେ ବିଛା ରାଶିରେ ଥିବା ଚନ୍ଦ୍ର…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?