Posted inଜାତୀୟ

ଟି-ସାର୍ଟରେ ‘ନୋ ସିଏଏ’ଲେଖି ବିଧାନସଭା ଆସିଲେ ବିଧାୟକ

ଚେନ୍ନାଇ,୬।୧: ତାମିଲନାଡୁ ନାଗାପଟ୍ଟିନମ ମନିଥାନେୟା ଜନନାୟଗ କାଟଚିର ବିଧାୟକ ଥାମିମୁନ ଅନସାରୀ ସୋମବାର ଅଭିନବ ଢଙ୍ଗରେ ବିଧାନସଭା ଆସିଥିବା ଦେଖିବାକୁ ମିଳିଛି। ସେ ପିନ୍ଧିଥିବା ଟି-ସାର୍ଟରେ ‘no CAA, NPR and NRC’ଲେଖାହୋଥିବା ବେଳେ ସେ ହାତରେ ଜାତୀୟ ପତାକା ଧରି ବିଧାନସଭା ଭିତରକୁ ପ୍ରବେଶ କରିଥିବା ବେଳେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସୂଚନାଯୋଗ୍ୟ, ଏବେ ସାରା ଦେଶରେ ଅଧିକାଂଶ ସ୍ଥାନରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ଅନେକ ସ୍ଥାନରେ ହିଂସା ପରିସ୍ଥିତି ମଧ୍ୟ ଉପୁଜିଥିଲା। ଏହାକୁ ବିରୋଧ କରିବା ସମୟରେ ଉତ୍ତର ପ୍ରଦେଶରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ମଧ୍ୟ ହୋଇଥିଲା। କେନ୍ଦ୍ର ସରକାରଙ୍କ ସିଏଏ, ଏନ୍‌ପିଆର୍‌ ଓ ଏନ୍‌ଆର୍‌ସିକୁ ବିଧାୟକ ଅନସାରୀ ମଧ୍ୟ ବିରୋଧ କରୁଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଅସୁନ୍ଦରୀ…କାହିଁକି ଏମିତି କହିଲେ ଶାହରୁଖଙ୍କ ଝିଅ

ଅଭିନେତା ଶାହରୁଖ ଖାନଙ୍କ ଝିଅ ତଥା ଅଭିନେତ୍ରୀ ସୁହାନା ଖାନ ଏବେ ଚର୍ଚ୍ଚାରେ। ସେ ଖୁବ୍‌ଶୀଘ୍ର ବାପାଙ୍କ ସହ ପରଦାରେ ଧୂମ୍‌ ମଚାଇବାକୁ ଯାଉଛନ୍ତି। ଆଜିକାଲି ସୁହାନା…

ଇନଷ୍ଟାଗ୍ରାମରେ କାହିଁକି କୌଣସି ଝିଅକୁ ଫଲୋ କରନ୍ତିନି ବୈଭବ? ପଛରେ ରହିଛି ସବୁଠୁ ବଡ଼ କାରଣ…

ନୂଆଦିଲ୍ଲୀ, ୩।୬: ୨୦୨୬ ଆଇପିଏଲରେ ବିସ୍ଫୋରକ ବ୍ୟାଟିଂ କରି ଖବର ଶିରୋନାମାରେ ସ୍ଥାନ ପାଇଥିବା ରାଜସ୍ଥାନ ରୟାଲ୍ସର ଯୁବ ଷ୍ଟାର ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ କେବଳ…

ବଡ଼ ଝଟକା: ମମତାଙ୍କ ହାତରୁ ଚାଲିଯିବ ଟିଏମସି! ହଠାତ୍‌ ୫୦ରୁ ଅଧିକ ବିଧାୟକ ବାଚସ୍ପତିଙ୍କ ନିକଟରେ ପହଞ୍ଚି…

କୋଲକାତା,୩।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ, ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସ (TMC) ଭିତରେ ଥିବା ବିବାଦ ଏବେ ସାମ୍ନାକୁ ଆସିଛି। ରାଜ୍ୟର ରାଜନୈତିକ…

ଦିଲ୍ଲୀ ଅଗ୍ନିକାଣ୍ଡ: ମୃତ୍ୟୁସଂଖ୍ୟା ୨୧କୁ ବୃଦ୍ଧି, ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ, ପ୍ରତ୍ୟେକ ପରିବାରକୁ ମିଳିବ…

ନୂଆଦିଲ୍ଲୀ,୩ା୬: ଦିଲ୍ଲୀ ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁସଂଖ୍ୟା ୨୧କୁ ବୃଦ୍ଧି ପାଇଛି। ଏଥିରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହିତ ପ୍ରଧାନମନ୍ତ୍ରୀ ଆହତମାନଙ୍କର ଆଶୁ ଆରୋଗ୍ୟ…

ବସଷ୍ଟାଣ୍ଡକୁ ଯାଉଥିବାବେଳେ ଧକ୍କା ଦେଇଥିଲା ବାଇକ, ଆଜି ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଯୁଧିଷ୍ଠିରଙ୍କ ଜୀବନ

ଦିଗପହଣ୍ଡି,୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ବ୍ୟକ୍ତି ଏଚ.ଯୁଧିଷ୍ଠିର ରେଡ୍ଡୀ(୫୪) ଗତ ମେ ୨୪ ତାରିଖ ସନ୍ଧ୍ୟାରେ ବାଇକ ଧକ୍କାରେ ଗୁରୁତର…

ଯଦି ମୁଁ ବିବାହ କରିବି ମୋ’ ବାନ୍ଧବୀଙ୍କୁ, ୨ ଯୁବତୀ ଏମିତି ଜିଦ୍‌ ଧରିବାରୁ ପରିବାର ଲୋକେ…

ଲକ୍ଷ୍ନୌ,୩ା୬: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାରୁ ପୁଣି ଥରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇଦିନ ହେବ ଖତୌଲି ପୋଲିସ ଷ୍ଟେଶନରେ ଦୁଇ ଯୁବତୀଙ୍କ ସହିତ ଜଡ଼ିତ…

ଟାର୍ଗେଟ୍‌ରେ ଖାନ ସାର୍‌: କୋଚିଂ ସେଣ୍ଟର ଉଡ଼ାଇ ଦେବାକୁ ଧମକ

ପାଟନା,୩।୬: ବିହାରର ପାଟନାରେ ଖାନ ସାରଙ୍କ କୋଚିଂ ସେଣ୍ଟର ଉପରେ ଆକ୍ରମଣ ହୋଇଛି। ଏହି ଆକ୍ରମଣ ସାରା ବିହାରରେ ଆତଙ୍କ ସୃଷ୍ଟି କରିଛି। ମଙ୍ଗଳବାର ବିଳମ୍ବିତ ରାତିରେ…

ପୁଣି କୋଟିଆରେ ଉପସ୍ଥିତି ଜାହିର କଲା ଆନ୍ଧ୍ର: ପଛଘୁଞ୍ଚା ନଦେଇ ଅନୁପ୍ରବେଶ କଲେ ଅଧିକାରୀ

ପଟ୍ଟାଙ୍ଗି, ୩।୬ (ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନରେ ଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପୁଣିଥରେ ପଡୋଶୀ ଆନ୍ଧ୍ର ପ୍ରଦେଶର ପଦାଧିକାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri