Posted inଖେଳ

ଟି-୨୦ ବିଶ୍ୱକପ୍‌ ପରେ ନ୍ୟୁଜିଲାଣ୍ଡ ଗସ୍ତ କରିବ ଭାରତ

ନୂଆଦିଲ୍ଲୀ,୨୮।୬: ଅକ୍ଟୋବରରେ ଅଷ୍ଟ୍ରେଲିଆରେ ଟି୨୦ ବିଶ୍ୱକପ୍‌ ଖେଳାଯିବ। ଏହାପରେ ଭାରତୀୟ ଦଳ ସୀମିତ ଓଭର କ୍ରିକେଟ ସିରଜ ପାଇଁ ନ୍ୟୁଜିଲାଣ୍ଡ ଗସ୍ତ କରିବ। ଭାରତୀୟ ଦଳ ଏହି ଗସ୍ତରେ ଘରୋଇ ନ୍ୟୁଜିଲାଣ୍ଡ ସହ ପ୍ରଥମେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଖେଳିବ। ଏହା ପରେ ଉଭୟ ଦଳ ମଧ୍ୟରେ ସମାନ ସଂଖ୍ୟକ ଦିନିକିଆ ମ୍ୟାଚ୍‌ ମଧ୍ୟ ଖେଳାଯିବ। ଏହି ସିରିଜ୍‌ ନଭେମ୍ବର ୧୮ରୁ ୩୦ ପର୍ଯ୍ୟନ୍ତ ଖେଳାଯିବ। ପରେ ଜାନୁୟାରୀରେ ନ୍ୟୁଜିଲାଣ୍ଡ ସୀମିତ ଓଭର ସିରିଜ୍‌ ପାଇଁ ଭାରତ ଆସିବ ବୋଲି ନ୍ୟୁଜିଲାଣ୍ଡ କ୍ରିକେଟ (ଏନ୍‌ଜେଡ୍‌ସି) ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପେଟ୍ରୋଲ-ଡିଜେଲ ଦର ବଢିବା ପରେ କଂଗ୍ରେସ କହିଲା, ‘Inflation Man’s Extortion…’

ନୂଆଦିଲ୍ଲୀ,୨୫।୫: ଗତ ୧୦ ଦିନ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲର ଚତୁର୍ଥ ମୂଲ୍ୟ ବୃଦ୍ଧି ପରେ କଂଗ୍ରେସ ଦଳ ଏହାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛି। ପ୍ରଧାନମନ୍ତ୍ରୀ…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri