ଟୁଇଟର୍‌ରେ ରହିଛନ୍ତି ଓବାମାଙ୍କର ସର୍ବାଧିକ ଫଲୋୟର୍ସ

ଓ୍ବାଶିଂଟନ,୨୯।୧୨: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କର ସୋସିଆଲ ମିଡିଆ ଆକାଉଣ୍ଟ ଟୁଇଟର୍‌ରେ ସର୍ବାଧିକ ଫଲୋୟର୍ସ ରହିଥିବା ଜଣାପଡିଛି। ଓବାମାଙ୍କର ରହିଛନ୍ତି ପ୍ରାୟ ୧୧୧ ମିଲିୟନ୍‌ ଫଲୋୟର୍ସ। ଏହି ତାଲିକାରେ ଓବାମା ବର୍ତ୍ତମାନ ଆମେରିକାର ରାଷ୍ଟ୍ରପତି ଥିବା ଡୋନାଲ୍ଡ ଟ୍ରମ୍ପଙ୍କୁ ପଛରେ ପକାଇ ଦେଇଥିବା କୁହାଯାଉଛି। ଡିସେମ୍ବର ୧୫ ସୁଦ୍ଧା ପ୍ରସ୍ତୁତ କରାଯାଇଥିବା ଏହି ତାଲିକାରେ ଓବାମା ସବୁଠୁ ଆଗରେ ରହିଛନ୍ତି। ଓବାମା ତାଙ୍କ ବ୍ୟକ୍ତିତ୍ୱକୁ ନେଇ ବେଶ୍‌ ଲୋକପ୍ରିୟ ନେତାଭାବେ ଜଣାଶୁଣା। ଆମେରିକାର ଏହି ପ୍ରଥମ କୃଷ୍ଣକାୟ ରାଷ୍ଟ୍ରପତି ବିଭିନ୍ନ ସମୟରେ ସାଧାରଣ ଜନତାଙ୍କ ସହ ମିଶିବାର ଦୃଶ୍ୟ ମଧ୍ୟ ଅନେକ ସମୟରେ ବିଶ୍ୱବାସୀଙ୍କ ହୃଦୟ ଜିତିଥାଏ। ଏବେ ପ୍ରସ୍ତୁତ କରାଯାଇଥିବା ଟୁଇଟର୍‌ ଫଲୋୟର୍ସଙ୍କ ତାଲିକା ଦେଖିଲେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୮ ନମ୍ବରରେ ରହିଥିବା ବେଳେ ବଲିଉଡ୍‌ ଅଭିନେତା ଶାହାରୁଖ ଖାଁ ୩୨, ଅମିତାଭ ବଚ୍ଚନ ୩୩, ସଲମାନ ଖାଁ ୩୫, ଅକ୍ଷୟ କୁମାର ୪୬ ନମ୍ବର ସ୍ଥାନରେ ରହିଛନ୍ତି। ସେହିପରି କ୍ରିକେଟର ବିରାଟ କୋହଲିଙ୍କୁ ୪୮ ତମ ସ୍ଥାନ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri